2 Peter 1:16 — Compare Translations

7 translations compared side by side

Odia - 1840
"ଆମ୍ଭେ ଆମ୍ଭ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଶକ୍ତି ବିଷୟ ରେ ତୁମ୍ଭମାନଙ୍କୁ କହିଛୁ। ତାହାଙ୍କର ଆସିବା ବିଷୟ ତୁମ୍ଭମାନଙ୍କୁ କହିଛୁ। ସଗେୁଡ଼ିକ ଲୋକମାନଙ୍କ ବିଜ୍ଞାନ ପାଇଁ ମନଗଢ଼ା ଗଳ୍ପ ନୁହେଁ। ଆମ୍ଭେ ନିଜେ ନିଜ ଆଖି ରେ ଯୀଶୁଙ୍କର ମହାନତା ଦେଖିଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଆମ୍ଭେମାନେ ଯେତେବେଳେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଶକ୍ତି ଓ ଆଗମନ କଥା ତୁମ୍ଭମାନଙ୍କୁ ଜଣାଇଲୁ, ସେତେବେଳେ ଚତୁରତା ସହ କଳ୍ପିତ କୌଣସି କାହାଣୀ ଅବଲମ୍ଵନ କରି ନ ଥିଲୁ, ମାତ୍ର ତାହାଙ୍କ ମହିମାର ଚାକ୍ଷୁଷ ସାକ୍ଷୀ ହୋଇଥିଲୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଗୌରବମୟ ପୁନରାଗମନ ସମ୍ବନ୍ଧରେ ତୁମ୍ଭମାନଙ୍କୁ ଜଣାଇବା ପାଇଁ ଆମେ କାଳ୍ପନିକ ଗଳ୍ପ ଉପରେ ନିର୍ଭର କରିନାହୁଁ। ଆମେ ସ୍ୱଚକ୍ଷୁରେ ତାଙ୍କ ମହିମା ଅବଲୋକନ କରିଛୁ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ଖ୍ରୀଷ୍ଟଙ୍କ ମହିମା ଦେଖିଲୁ ଆମ୍ଭେ ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଶକ୍ତି ବିଷୟରେ ତୁମ୍ଭମାନଙ୍କୁ କହିଛୁ। ତାହାଙ୍କର ଆସିବା ବିଷୟ ତୁମ୍ଭମାନଙ୍କୁ କହିଛୁ। ସେଗୁଡ଼ିକ ଲୋକମାନଙ୍କ ବିଜ୍ଞାନ ପାଇଁ ମନଗଢ଼ା ଗଳ୍ପ ନୁହେଁ। ଆମ୍ଭେ ନିଜେ ନିଜ ଆଖିରେ ଯୀଶୁଙ୍କର ମହାନତା ଦେଖିଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଆମ୍ଭେମାନେ ଯେତେବେଳେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଶକ୍ତି ଓ ଆଗମନ କଥା ତୁମ୍ଭମାନଙ୍କୁ ଜଣାଇଲୁ, ସେତେବେଳେ ଚତୁରତା ସହ କଳ୍ପିତ କୌଣସି କାହାଣୀ ଅବଲମ୍ବନ କରି ନ ଥିଲୁ, ମାତ୍ର ତାହାଙ୍କ ମହିମାର ଚାକ୍ଷୁଷ ସାକ୍ଷୀ ହୋଇଥିଲୁ।
Odia IRV 2017 (ଓଡିଆ ବାଇବେଲ)
କାରଣ ଆମ୍ଭେମାନେ ଯେତେବେଳେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଶକ୍ତି ଓ ଆଗମନ କଥା ତୁମ୍ଭମାନଙ୍କୁ ଜଣାଇଲୁ, ସେତେବେଳେ ଚତୁରତା ସହ କଳ୍ପିତ କୌଣସି କାହାଣୀ ଅବଲମ୍ବନ କରି ନ ଥିଲୁ, ମାତ୍ର ତାହାଙ୍କ ମହିମାର ଚାକ୍ଷୁଷ ସାକ୍ଷୀ ହୋଇଥିଲୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಮ್ಚ್ಯಾ ಯೆತಲ್ಯಾ ಅಮ್ಚ್ಯಾ ಧನಿಯಾ ಜೆಜು ಕ್ರಿಸ್ತಾಚ್ಯಾ ತಾಕ್ತಿಚ್ಯಾ ವಿಶಯಾತ್ ಕಳ್ವುಲ್ಯಾಂವ್, ಕಾನಿಯಾಂಚ್ಯಾ ವೈರ್ ಅಮಿ ಹೊಂದುನ್ ನಾ, ಹೆ ಸಗ್ಳ್ಯೆ ಅಮಿ ಜೆಜುಚಿ ಮಹಿಮಾ ಅಮಿ ಡೊಳ್ಯಾನಿ ಬಗಟ್ಲಾಂವ್.