2 Peter 1:17 — Compare Translations
7 translations compared side by side
Odia - 1840
"ଯେତବେେଳେ ପରମପିତା ପରମେଶ୍ବରଙ୍କ ଠାରୁ ଯୀଶୁ ସମ୍ମାନ ଓ ମହିମା ପାଇଥିଲେ, ସେତବେେଳେ ଯୀଶୁ ପିତା ପରମେଶ୍ବରଙ୍କ ମହାଗୌରବୟୁକ୍ତ ବାଣୀ ଶୁଣିଥିଲେ। ସହେି ସ୍ବର କହିଥିଲା: ଏ ମାରେପୁତ୍ର, ମୁଁ ତାହାକୁ ପ୍ ରମେ କରେ। ମୁଁ ତା' ଉପରେ ଅତି ପ୍ରସନ୍ନ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଣୁ ଯେତେବେଳେ ମହା ଗୌରବ ମଧ୍ୟରୁତାହାଙ୍କ ପ୍ରତି ଏହି ବାଣୀ ହେଲା, ଏ ଆମ୍ଭର ପ୍ରିୟ ପୁତ୍ର, ଏହାଙ୍କଠାରେ ଆମ୍ଭର ପରମ ସନ୍ତୋଷ, ସେତେବେଳେ ସେ ପିତା ଈଶ୍ଵରଙ୍କଠାରୁ ସମ୍ଭ୍ରମ ଓ ଗୌରବ ପ୍ରାପ୍ତ ହେଲେ;
Odia BSI (ପବିତ୍ର ବାଇବଲ (CL) NT (BSI))
ପିତା ଈଶ୍ୱରଙ୍କ ଦ୍ୱାରା ସେ ସମ୍ମାନିତ ଓ ଗୌରବାନ୍ୱିତ ହେବା ସମୟରେ ଆମେ ଉପସ୍ଥିତ ଥିଲୁ। ମହାମହିମଙ୍କଠାରୁ ତାଙ୍କ ସମ୍ପର୍କରେ ଉଚ୍ଚାରିତ ଏହି ବାଣୀ ଆମେ ଶୁଣିଛୁ: “ଏହି ଆମ ପ୍ରିୟ ପୁତ୍ର, ଏହାଙ୍କ ପ୍ରତି ଆମେ ସନ୍ତୁଷ୍ଟ।”
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ପରମପିତା ପରମେଶ୍ୱରଙ୍କଠାରୁ ଯୀଶୁ ସମ୍ମାନ ଓ ମହିମା ପାଇଥିଲେ, ସେତେବେଳେ ଯୀଶୁ ପିତା ପରମେଶ୍ୱରଙ୍କ ମହାଗୌରବଯୁକ୍ତ ବାଣୀ ଶୁଣିଥିଲେ। ସେହି ସ୍ୱର କହିଥିଲା: “ଏ ମୋର ପୁତ୍ର, ମୁଁ ତାହାକୁ ପ୍ରେମ କରେ। ମୁଁ ତା’ ଉପରେ ଅତି ପ୍ରସନ୍ନ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଣୁ ଯେତେବେଳେ ମହା ଗୌରବ ମଧ୍ୟରୁ ତାହାଙ୍କ ପ୍ରତି ଏହି ବାଣୀ ହେଲା, ଏ ଆମ୍ଭର ପ୍ରିୟ ପୁତ୍ର, ଏହାଙ୍କଠାରେ ଆମ୍ଭର ପରମ ସନ୍ତୋଷ, ସେତେବେଳେ ସେ ପିତା ଈଶ୍ବରଙ୍କଠାରୁ ସମ୍ଭ୍ରମ ଓ ଗୌରବପ୍ରାପ୍ତ ହେଲେ;
Odia IRV 2017 (ଓଡିଆ ବାଇବେଲ)
ଯେଣୁ ଯେତେବେଳେ ମହା ଗୌରବ ମଧ୍ୟରୁ ତାହାଙ୍କ ପ୍ରତି ଏହି ବାଣୀ ହେଲା, ଏ ଆମ୍ଭର ପ୍ରିୟ ପୁତ୍ର, ଏହାଙ୍କଠାରେ ଆମ୍ଭର ପରମ ସନ୍ତୋଷ, ସେତେବେଳେ ସେ ପିତା ଈଶ୍ୱରଙ୍କଠାରୁ ସମ୍ଭ୍ରମ ଓ ଗୌରବପ୍ରାପ୍ତ ହେଲେ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾ ಬಾಬಾನ್ ಮಹಿಮಾ ಅನಿ ಮಾನ್ ತೆಕಾ ದಿತಾನಾ ಅಮಿ ಥೈ ಹೊತ್ತಾಂವ್, ತನ್ನಾ ಮೊಟ್ಯಾ ಮಹಿಮೆಕ್ನಾ ಎಕ್ ಧನ್ ತೆಕಾ ಆಯ್ಕೊಯೆಲೊ ತೊ ಧನ್ “ಹೊ ಮಾಜೊ ಅಪುರ್ಬಾಯೆಚೊ ಲೆಕ್, ಹೊ ಮಾಜ್ಯಾ ಮನಾಕ್ ಯೆಲಾ!”