2 Peter 1:18 — Compare Translations

7 translations compared side by side

Odia - 1840
"ଆମ୍ଭେ ସହେି ବାଣୀ ଶୁଣିଛୁ। ଆମ୍ଭମାନେେ ଯୀଶୁଙ୍କ ସହିତ ପବିତ୍ର ପର୍ବତ ରେ ଥିଲା ବେଳେ ଏହି ବାଣୀ ଆକାଶରୁ ଆସିଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେମାନେ ତାହାଙ୍କ ସହିତ ପବିତ୍ର ପର୍ବତରେ ଥିବା ବେଳେ ନିଜେ ଆକାଶରୁ ନିର୍ଗତ ଏହି ବାଣୀ ଶୁଣିଲୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଆମେ ତାଙ୍କ ସହିତ ସେହି ପବିତ୍ର ପର୍ବତ ଉପରେ ଥିବା ସମୟରେ ଆମେ ତାଙ୍କ ସହିତ ସେହି ପବିତ୍ର ପର୍ବତ ଉପରେ ଥିବା ସମୟରେ ଆମେ ନିଜେ ଏହି ସ୍ୱର୍ଗୀୟ ବାଣୀ ଶୁଣିଛୁ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ସେହି ବାଣୀ ଶୁଣିଛୁ। ଆମ୍ଭେମାନେ ଯୀଶୁଙ୍କ ସହିତ ପବିତ୍ର ପର୍ବତରେ ଥିଲାବେଳେ ଏହି ବାଣୀ ଆକାଶରୁ ଆସିଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେମାନେ ତାହାଙ୍କ ସହିତ ପବିତ୍ର ପର୍ବତରେ ଥିବାବେଳେ ନିଜେ ଆକାଶରୁ ନିର୍ଗତ ଏହି ବାଣୀ ଶୁଣିଲୁ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେମାନେ ତାହାଙ୍କ ସହିତ ପବିତ୍ର ପର୍ବତରେ ଥିବାବେଳେ ନିଜେ ଆକାଶରୁ ନିର୍ଗତ ଏହି ବାଣୀ ଶୁଣିଲୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪವಿತ್ರ್ ಮಡ್ಡಿರ್ ಅಮಿ ಜೆಜುಚ್ಯಾ ವಾಂಗ್ಡಾ ರಾತಾನಾ ಸರ್‍ಗಾ ವೈನಾ ಯೆಲ್ಲೊ ಧನ್ ಅಮಿ ಆಯ್ಕಲಾಂವ್.