2 Peter 1:19 — Compare Translations
7 translations compared side by side
Odia - 1840
"ଭବିଷ୍ଯଦ୍ ବକ୍ତା କହିଥିବା କଥାଗୁଡ଼ିକ ବିଷୟ ରେ ସୁନିଶ୍ଚିତ ହବୋ ପାଇଁ ଏହା ଅଧିକ ସାହାୟ୍ଯ କରେ। ଭବିଷ୍ଯଦ୍ ବକ୍ତାମାନେ ଯାହା ଯାହା କହିଛନ୍ତି, ସଗେୁଡ଼ିକୁ ଯଥାସମ୍ଭବ କାର୍ୟ୍ଯକାରୀ କରିବା ତୁମ୍ଭ ପାଇଁ ଭଲ। ସମାନେେ ଯାହା କହିଛନ୍ତି ତାହା ଅନ୍ଧକାର ରେ ଜ୍ଯୋତିଃ ତୁଲ୍ଯ ପ୍ରକାଶିତ ହେଲା। ସକାଳ ହବୋ ପର୍ୟ୍ଯନ୍ତ ଓ ପ୍ରଭାତୀ ତାରା ତୁମ୍ଭ ମନ ରେ ନୂତନ ଜ୍ଯୋତିଃ ନ ଆଣିବା ପର୍ୟ୍ଯନ୍ତ, ତୁମ୍ଭ ପାଖ ରେ ସହେି ଜ୍ଯୋତିଃ ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଭାବବାଣୀ ଆମ୍ଭମାନଙ୍କ ନିକଟରେ ଅଧିକ ଦୃଢ଼ ହୋଇଅଛି; ତୁମ୍ଭେମାନେ ତାହା ଅନ୍ଧକାରମୟ ସ୍ଥାନରେ ପ୍ରଜ୍ଵଳିତ ହେଉଥିବା ପ୍ରଦୀପ ସଦୃଶ ମନେ କରି ରାତି ପାହାନ୍ତା ନ ହେବା ପର୍ଯ୍ୟନ୍ତ ଓ ତୁମ୍ଭମାନଙ୍କ ହୃଦୟରେ ପ୍ରଭାତୀ ତାରା ଉଦିତ ନ ହେବା ପର୍ଯ୍ୟନ୍ତ ତାହା ପ୍ରତି ମନୋଯୋଗ କଲେ ଭଲ ହେବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତେଣୁ ଭାବବାଦୀମାନଙ୍କ ଦ୍ୱରା ପ୍ରଚାରି ବାର୍ତ୍ତାରେ ଆମ ବିଶ୍ୱାସ ଅଧିକ ଦୃଢ଼ ହୋଇଛି। ସେଥିପ୍ରତି ତୁମ୍ଭେମାନେ ମଧ୍ୟ ମନୋଯୋଗୀ ହେବା ଉଚିତ, କାରଣ ତାହା ଅନ୍ଧକାରରେ ଏକ ପ୍ରଦୀପ ତୁଲ୍ୟ। ପ୍ରତ୍ୟୁଷରେ ପ୍ରଭାତୀ ତାରାର ଆଲୋକ ତୁମ ହୃଦୟରେ ପ୍ରବେଶ କରିବା ପର୍ଯ୍ୟନ୍ତ ଏହା ପ୍ରଜ୍ୱଳିତ ହୋଇ ରହିଥିବ।
Odia Bible ERV 2004 (ପବିତ୍ର ବାଇବଲ)
ଭବିଷ୍ୟଦ୍ବକ୍ତା କହିଥିବା କଥାଗୁଡ଼ିକ ବିଷୟରେ ସୁନିଶ୍ଚିତ ହେବା ପାଇଁ ଏହା ଅଧିକ ସାହାଯ୍ୟ କରେ। ଭବିଷ୍ୟଦ୍ବକ୍ତାମାନେ ଯାହା ଯାହା କହିଛନ୍ତି, ସେଗୁଡ଼ିକୁ ଯଥାସମ୍ଭବ କାର୍ଯ୍ୟକାରୀ କରିବା ତୁମ୍ଭ ପାଇଁ ଭଲ। ସେମାନେ ଯାହା କହିଛନ୍ତି ତାହା ଅନ୍ଧକାରରେ ଜ୍ୟୋତିଃ ତୁଲ୍ୟ ପ୍ରକାଶିତ ହେଲା। ସକାଳ ହେବା ପର୍ଯ୍ୟନ୍ତ ଓ ପ୍ରଭାତୀ ତାରା ତୁମ୍ଭ ମନରେ ନୂତନ ଜ୍ୟୋତିଃ ନ ଆଣିବା ପର୍ଯ୍ୟନ୍ତ, ତୁମ୍ଭ ପାଖରେ ସେହି ଜ୍ୟୋତିଃ ଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଭାବବାଣୀ ଆମ୍ଭମାନଙ୍କ ନିକଟରେ ଅଧିକ ଦୃଢ଼ ହୋଇଅଛି; ତୁମ୍ଭେମାନେ ତାହା ଅନ୍ଧକାରମୟ ସ୍ଥାନରେ ପ୍ରଜ୍ୱଳିତ ହେଉଥିବା ପ୍ରଦୀପ ସଦୃଶ ମନେ କରି ରାତ୍ରି ପାହାନ୍ତା ନ ହେବା ପର୍ଯ୍ୟନ୍ତ ଓ ତୁମ୍ଭମାନଙ୍କ ହୃଦୟରେ ପ୍ରଭାତୀତାରା ଉଦିତ ନ ହେବା ପର୍ଯ୍ୟନ୍ତ ତାହା ପ୍ରତି ମନୋଯୋଗ କଲେ ଭଲ ହେବ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଭାବବାଣୀ ଆମ୍ଭମାନଙ୍କ ନିକଟରେ ଅଧିକ ଦୃଢ଼ ହୋଇଅଛି; ତୁମ୍ଭେମାନେ ତାହା ଅନ୍ଧକାରମୟ ସ୍ଥାନରେ ପ୍ରଜ୍ୱଳିତ ହେଉଥିବା ପ୍ରଦୀପ ସଦୃଶ ମନେ କରି ରାତ୍ରି ପାହାନ୍ତା ନ ହେବା ପର୍ଯ୍ୟନ୍ତ ଓ ତୁମ୍ଭମାନଙ୍କ ହୃଦୟରେ ପ୍ରଭାତୀତାରା ଉଦିତ ନ ହେବା ପର୍ଯ୍ୟନ୍ତ ତାହା ପ୍ରତି ମନୋଯୋଗ କଲେ ଭଲ ହେବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಸೆ ಪ್ರವಾದ್ಯಾನಿ ಸಾಂಗಲ್ಲ್ಯಾ ಗೊಸ್ಟಿಯಾ ಖರೆಚ್, ಕಾಳ್ಕಾತ್ ಹೊಳಾವ್ತಲೆ ದಿವೊ ತೊ ದಿಸ್ ಉತ್ರುನ್ ಅನಿ ಅಮ್ಚ್ಯಾ ಮನಾತ್ನಿ ಸುಖಿರಾಚೊ ಉಜ್ವೊಡ್ ದಾಕ್ವುಸಾಟ್ನಿ ಹೊಳಾವ್ತಲೊ ಉಜ್ವೊಡ್ ತೊ.