2 Peter 1:2 — Compare Translations

7 translations compared side by side

Odia - 1840
"ଅନୁଗ୍ରହ ଓ ଶାନ୍ତି ପ୍ରଚୁର ଭାବେ ତୁମ୍ଭକୁ ମିଳୁ। ତୁମ୍ଭମାନେେ ପ୍ରକୃତ ରେ ପରମେଶ୍ବରଙ୍କୁ ଓ ଆମ୍ଭମାନଙ୍କର ପ୍ରଭୁ ଯୀଶୁଙ୍କୁ ଜାଣିଥିବାରୁ ତୁମ୍ଭେ ଅନୁଗ୍ରହ ଓ ଶାନ୍ତି ପାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଈଶ୍ଵର ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ବିଷୟକ ଜ୍ଞାନ ଦ୍ଵାରା ତୁମ୍ଭମାନଙ୍କ ପ୍ରତି ଅନୁଗ୍ରହ ଓ ଶାନ୍ତି ପ୍ରଚୁର ପରିମାଣରେ ହେଉ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଈଶ୍ୱର ଓ ଆମ ପ୍ରଭୁ ଖ୍ରୀଷ୍ଟଙ୍କ ସମ୍ପର୍କରେ ତୁମ୍ଭମାନଙ୍କର ଜ୍ଞାନ ଦ୍ୱାରା, ପୁର୍ଣ୍ଣମାତଆରେ ତୁମ୍ଭମାନଙ୍କର ଅନୁଗ୍ରହ ଓ ଶାନ୍ତି ହେଉ।
Odia Bible ERV 2004 (ପବିତ୍ର ବାଇବଲ)
ଅନୁଗ୍ରହ ଓ ଶାନ୍ତି ପ୍ରଚୁର ଭାବେ ତୁମ୍ଭକୁ ମିଳୁ। ତୁମ୍ଭେମାନେ ପ୍ରକୃତରେ ପରମେଶ୍ୱରଙ୍କୁ ଓ ଆମ୍ଭମାନଙ୍କର ପ୍ରଭୁ ଯୀଶୁଙ୍କୁ ଜାଣିଥିବାରୁ ତୁମ୍ଭେ ଅନୁଗ୍ରହ ଓ ଶାନ୍ତି ପାଇବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଈଶ୍ବର ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ବିଷୟକ ଜ୍ଞାନ ଦ୍ୱାରା ତୁମ୍ଭମାନଙ୍କ ପ୍ରତି ଅନୁଗ୍ରହ ଓ ଶାନ୍ତି ପ୍ରଚୁର ପରିମାଣରେ ହେଉ।
Odia IRV 2017 (ଓଡିଆ ବାଇବେଲ)
ଈଶ୍ୱର ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ବିଷୟକ ଜ୍ଞାନ ଦ୍ୱାରା ତୁମ୍ଭମାନଙ୍କ ପ୍ରତି ଅନୁଗ୍ରହ ଓ ଶାନ୍ତି ପ୍ରଚୁର ପରିମାଣରେ ହେଉ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾಚ್ಯಾ ವಿಶಯಾತ್ ಅನಿ ಅಮ್ಚ್ಯಾ ಧನಿಯಾ ಜೆಜುಚ್ಯಾ ವಿಶಯಾತ್ ತುಮಿ ಕಳ್ವುನ್ ಘೆತಲ್ಯಾತ್ ಭರ್ಪುರ್ ಕುರ್ಪಾ ಅನಿ ಶಾಂತಿ ಗಾವುಂದಿತ್.