2 Peter 1:20 — Compare Translations

7 translations compared side by side

Odia - 1840
"ଶାସ୍ତ୍ରର କୌଣସି ଭାବବାଣୀ ମନୁଷ୍ଯର ନିଜର ବ୍ଯାଖ୍ଯା ନୁହେଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଥମରେ ଏହା ଜ୍ଞାତ ହୁଅ ଯେ, ଶାସ୍ତ୍ରର କୌଣସି ଭାବବାଣୀ ସ୍ଵତନ୍ତ୍ର ଭାବରେ ବ୍ୟାଖ୍ୟା କରିବାର ବିଷୟ ନୁହେଁ,
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭେମାନେ ଅନ୍ତତଃ ଏତିକି ଜାଣିରଖ ଯେ, ଧର୍ମଶାସ୍ତ୍ରରେ ଲିଖିତ କୌଣସି ଭାବବାଣୀ କେହି ନିଗ ଜ୍ଞାନରେ ବୁଝିପାରେ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ଶାସ୍ତ୍ରର କୌଣସି ଭାବବାଣୀ ମନୁଷ୍ୟର ନିଜର ବ୍ୟାଖ୍ୟା ନୁହେଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରଥମରେ ଏହା ଜ୍ଞାତ ହୁଅ ଯେ, ଶାସ୍ତ୍ରର କୌଣସି ଭାବବାଣୀ ସ୍ୱତନ୍ତ୍ର ଭାବରେ ବ୍ୟାଖ୍ୟା କରିବାର ବିଷୟ ନୁହେଁ,
Odia IRV 2017 (ଓଡିଆ ବାଇବେଲ)
ପ୍ରଥମରେ ଏହା ଜ୍ଞାତ ହୁଅ ଯେ, ଶାସ୍ତ୍ରର କୌଣସି ଭାବବାଣୀ ସ୍ୱତନ୍ତ୍ର ଭାବରେ ବ୍ୟାଖ୍ୟା କରିବାର ବିଷୟ ନୁହେଁ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮಿ ಹೆ ಅದ್ದಿಚ್ ಕಳ್ವುನ್ ಘೆವ್ಚೆ ಪವಿತ್ರ್ ಪುಸ್ತಕಾಚ್ಯಾ ವಿಶಯಾತ್ ಜೆ ಕೊನ್ ಬೊಲಲ್ಲೆ ಹಾಯ್ ತೆನಿ ಅಪ್ನಾಚ್ಯಾ ಸ್ವತಾಚ್ಯಾ ವಿಚಾರ್ನಿ ಬೊಲಲೆ ನ್ಹಯ್.