2 Peter 1:21 — Compare Translations

7 translations compared side by side

Odia - 1840
"କୌଣସି ଭବିଷ୍ଯତ୍ ବାଣୀ, ମନୁଷ୍ଯର ନିଜର ଇଚ୍ଛାରୁ ଜାତ ହାଇେ ନାହିଁ। କିନ୍ତୁ ଲୋକମାନେ ପବିତ୍ର ଆତ୍ମା ଦ୍ବାରା ଚାଳିତ ହାଇେ, ପରମେଶ୍ବରଙ୍କଠାରୁ ପ୍ରାପ୍ତ କଥା କହି ଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ କୌଣସି ଭାବବାଣୀ କେବେ ହେଁ ମନୁଷ୍ୟର ଇଚ୍ଛାରୁ ଉତ୍ପନ୍ନ ହୋଇ ନାହିଁ, ମାତ୍ର ଈଶ୍ଵର ପ୍ରେରିତ ମନୁଷ୍ୟମାନେ ପବିତ୍ର ଆତ୍ମାଙ୍କ ଦ୍ଵାରା ଚାଳିତ ହୋଇ କଥା କହିଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଭାବବାଣୀ କେବଳ ମନୁଷ୍ୟର କଳ୍ପନାପ୍ରସୂତ ନୁହେଁ। ଈଶ୍ୱରଙ୍କ ଭକ୍ତ ଦାସମାନେ ପବିତ୍ରଆତ୍ମାଙ୍କ ଦ୍ୱାରା ପରିଚାଳିତ ହୋଇ ଈଶ୍ୱରଙ୍କଠାରୁ ପାଇଥିବା ବାର୍ତ୍ତା ପ୍ରକାଶ କରିଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
କୌଣସି ଭବିଷ୍ୟ‌‌ଦ୍‌‌‌‌ବାଣୀ, ମନୁଷ୍ୟର ନିଜର ଇଚ୍ଛାରୁ ଜାତ ହୋଇ ନାହିଁ। କିନ୍ତୁ ଲୋକମାନେ ପବିତ୍ରଆତ୍ମା ଦ୍ୱାରା ଗ୍ଭଳିତ ହୋଇ, ପରମେଶ୍ୱରଙ୍କଠାରୁ ପ୍ରାପ୍ତ କଥା କହି ଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ କୌଣସି ଭାବବାଣୀ କେବେ ହେଁ ମନୁଷ୍ୟର ଇଚ୍ଛାରୁ ଉତ୍ପନ୍ନ ହୋଇ ନାହିଁ, ମାତ୍ର ଈଶ୍ବର ପ୍ରେରିତ ମନୁଷ୍ୟମାନେ ପବିତ୍ର ଆତ୍ମାଙ୍କ ଦ୍ୱାରା ଚାଳିତ ହୋଇ କଥା କହିଥିଲେ।
Odia IRV 2017 (ଓଡିଆ ବାଇବେଲ)
କାରଣ କୌଣସି ଭାବବାଣୀ କେବେ ହେଁ ମନୁଷ୍ୟର ଇଚ୍ଛାରୁ ଉତ୍ପନ୍ନ ହୋଇ ନାହିଁ, ମାତ୍ର ଈଶ୍ୱର ପ୍ରେରିତ ମନୁଷ୍ୟମାନେ ପବିତ୍ର ଆତ୍ମାଙ୍କ ଦ୍ୱାରା ଚାଳିତ ହୋଇ କଥା କହିଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್, ಪ್ರವಾದ್ಯಾಂಚೆ ಬಾತ್ಮಿ ಮಾನ್ಸಾಚ್ಯಾ ಮನಾನಿತ್ನಾ ಯೆಲ್ಲಿ ನ್ಹಯ್ ತಿ ಪವಿತ್ರ್ ಆತ್ಮ್ಯಾ ಚ್ಯಾ ಪ್ರೆರನ್ ವೈನಾ ದೆವಾಕ್ನಾ ಘೊಮ್ಮಾನ್ಸಾ ನಾತರ್ ಬಾಯ್ಕೊಮನ್ಸಾಂಚ್ಯಾ ತೊಂಡಾತ್ನಿ ಭಾಯ್ರ್ ಯೆತಾ.