2 Peter 1:3 — Compare Translations
7 translations compared side by side
Odia - 1840
"ଯୀଶୁଙ୍କଠା ରେ ପରମେଶ୍ବରଙ୍କ ଶକ୍ତି ଅଛି। ଆମ୍ଭର ଜୀବନଯାପନ ପାଇଁ ଓ ପରମେଶ୍ବରଙ୍କୁ ସବୋ କରିବା ପାଇଁ ଯାହା କିଛି ଦରକାର ସେ ସବୁ ଆପଣା ଶକ୍ତି ରେ ଆମ୍ଭକୁ ଦଇେଛନ୍ତି। ଆମ୍ଭେ ତାହାଙ୍କୁ ଜାଣିଛୁ ବୋଲି ଏହାସବୁ ପାଇଛୁ। ଯୀଶୁ ଆପଣା ମହିମା ଓ ଉତ୍ତମତା ରେ ଆମ୍ଭମାନଙ୍କୁ ଡ଼ାକିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ଆପଣା ଗୌରବ ଓ ସଦ୍ଗୁଣରେ ଆମ୍ଭମାନଙ୍କୁ ଆହ୍ଵାନ କରିଅଛନ୍ତି, ତାହାଙ୍କ ବିଷୟକ ଜ୍ଞାନ ଦ୍ଵାରା ତାହାଙ୍କ ଐଶ୍ଵରିକ ଶକ୍ତି ଆମ୍ଭମାନଙ୍କୁ ଜୀବନ ଓ ଧର୍ମପରାୟଣତା ନିମନ୍ତେ ସମସ୍ତ ଆବଶ୍ୟକୀୟ ବିଷୟ ଦାନ କରିଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯଥାର୍ଥଭାବେ ଧାର୍ମିକ ଜୀବନ କାଟିବା ପାଇଁ ଆମର ଯାହା କିଛି ଆବଶ୍ୟକ, ତାହା ଈଶ୍ୱର ନିଜ ଐଶ୍ୱରିକ ଶକ୍ତିରେ ଆମକୁ ଦାନ କରିଛନ୍ତି। ଯେ ନିଜ ମମହିମା ଓ ଧାର୍ମିକତାରେ ଅଂଶୀ ହେବା ପାଇଁ ଆମକୁ ଆହ୍ୱାନ କରିଛନ୍ତି, ତାଙ୍କୁ ଜାଣିବା ଦ୍ୱରା ଆମେ ଏହି ଦାନ ପାଇଛୁ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ସବୁ ଆବଶ୍ୟକୀୟ ବିଷୟ ଦେଇଛନ୍ତି ଯୀଶୁଙ୍କଠାରେ ପରମେଶ୍ୱରଙ୍କ ଶକ୍ତି ଅଛି। ଆମ୍ଭର ଜୀବନଯାପନ ପାଇଁ ଓ ପରମେଶ୍ୱରଙ୍କୁ ସେବା କରିବା ପାଇଁ ଯାହାକିଛି ଦରକାର ସେ ସବୁ ଆପଣା ଶକ୍ତିରେ ଆମ୍ଭକୁ ଦେଇଛନ୍ତି। ଆମ୍ଭେ ତାହାଙ୍କୁ ଜାଣିଛୁ ବୋଲି ଏହାସବୁ ପାଇଛୁ। ଯୀଶୁ ଆପଣା ମହିମା ଓ ଉତ୍ତମତାରେ ଆମ୍ଭମାନଙ୍କୁ ଡାକିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଈଶ୍ବର ଆପଣା ଗୌରବ ଓ ସଦ୍ଗୁଣରେ ଆମ୍ଭମାନଙ୍କୁ ଆହ୍ୱାନ କରିଅଛନ୍ତି, ତାହାଙ୍କ ବିଷୟକ ଜ୍ଞାନ ଦ୍ୱାରା ତାହାଙ୍କ ଐଶ୍ବରୀୟ ଶକ୍ତି ଆମ୍ଭମାନଙ୍କୁ ଜୀବନ ଓ ଧର୍ମପରାୟଣତା ନିମନ୍ତେ ସମସ୍ତ ଆବଶ୍ୟକୀୟ ବିଷୟ ଦାନ କରିଅଛି।
Odia IRV 2017 (ଓଡିଆ ବାଇବେଲ)
ଯେ ଆପଣା ଗୌରବ ଓ ସଦ୍ଗୁଣରେ ଆମ୍ଭମାନଙ୍କୁ ଆହ୍ୱାନ କରିଅଛନ୍ତି, ତାହାଙ୍କ ବିଷୟକ ଜ୍ଞାନ ଦ୍ୱାରା ତାହାଙ୍କ ଐଶ୍ୱରିକ ଶକ୍ତି ଆମ୍ଭମାନଙ୍କୁ ଜୀବନ ଓ ଧର୍ମପରାୟଣତା ନିମନ୍ତେ ସମସ୍ତ ଆବଶ୍ୟକୀୟ ବିଷୟ ଦାନ କରିଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಚ್ಯಾ ದೈವಿಕ್ ಬಳಾನ್ ಅಮ್ಕಾ ಅಮ್ಚ್ಯಾ ಜಿವನಾಕ್ ಅನಿ ದೆವಸ್ಪಾನಾಕ್ ಪಾಜೆ ಹೊಲ್ಲೆ ಸಗ್ಳೆ ದಿಲ್ಯಾನಾಯ್, ತೆಚ್ಯಾ ಶಾನ್ಪಾನಾಚ್ಯಾ ವೈನಾ ಅಮ್ಕಾ ತೆನಿ ಅಪ್ನಾಚ್ಯಾ ಸ್ವತಾಚ್ಯಾ ಮಹಿಮೆನ್ ಅನಿ ಬರೆಪಾನಾನ್ ಬಲ್ವಲ್ಲೆ ಹಾಯ್.