2 Peter 1:5 — Compare Translations

7 translations compared side by side

Odia - 1840
"ଯେ ହତେୁ ଏହି ଆଶୀର୍ବାଦଗୁଡ଼ିକ ତୁମ୍ଭଠା ରେ ଅଛି, ତେଣୁ ତୁମ୍ଭେ ନିଜ ଜୀବନ ରେ ଏଗୁଡ଼ିକ ଅଧିକ ପାଇବା ପାଇଁ ପାରୁପର୍ୟ୍ଯନ୍ତ ପରିଶ୍ରମ କରିବା ଉଚିତ। ନିଜ ବିଶ୍ବାସ ରେ ଉତ୍ତମ ଗୁଣ, ନିଜ ଉତ୍ତମଗୁଣ ରେ ଜ୍ଞାନ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହଁ, ଏହି କାରଣରୁ ତୁମ୍ଭେମାନେ ଅତି ଯନି ସହକାରେ ବିଶ୍ଵାସ ସହିତ ସଦ୍ଗୁଣ, ସଦ୍ଗୁଣ ସହିତ ଜ୍ଞାନ,
Odia BSI (ପବିତ୍ର ବାଇବଲ (CL) NT (BSI))
ଏଥିପାଇଁ ତୁମ ବିଶ୍ୱାସ ସହିତ ସଦଗୁଣ; ସଦ୍ଗୁଣ ସହିତ ଜ୍ଞାନ;
Odia Bible ERV 2004 (ପବିତ୍ର ବାଇବଲ)
ଯେହେତୁ ଏହି ଆଶୀର୍ବାଦଗୁଡ଼ିକ ତୁମ୍ଭଠାରେ ଅଛି, ତେଣୁ ତୁମ୍ଭେ ନିଜ ଜୀବନରେ ଏଗୁଡ଼ିକ ଅଧିକ ପାଇବା ପାଇଁ ପାରୁପର୍ଯ୍ୟନ୍ତ ପରିଶ୍ରମ କରିବା ଉଚିତ୍। ନିଜ ବିଶ୍ୱାସରେ ଉତ୍ତମ ଗୁଣ, ନିଜ ଉତ୍ତମଗୁଣରେ ଜ୍ଞାନ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହଁ, ଏହି କାରଣରୁ ତୁମ୍ଭେମାନେ ଅତି ଯତ୍ନ ସହକାରେ ବିଶ୍ୱାସ ଦ୍ୱାରା ସଦ୍‍ଗୁଣ, ସଦ୍‍ଗୁଣ ଦ୍ୱାରା ଜ୍ଞାନ,
Odia IRV 2017 (ଓଡିଆ ବାଇବେଲ)
ହଁ, ଏହି କାରଣରୁ ତୁମ୍ଭେମାନେ ଅତି ଯତ୍ନ ସହକାରେ ବିଶ୍ୱାସ ସହିତ ସଦ୍‍ଗୁଣ, ସଦ୍‍ଗୁଣ ସହିତ ଜ୍ଞାନ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹ್ಯಾ ಕಾರನಾಸಾಟ್ನಿ ತುಮ್ಚ್ಯಾ ವಿಶ್ವಾಸಾತ್ ಬರೆಪಾನ್ ಮಿಳ್ವುನ್ ಬಗಾ; ಅನಿ ತುಮ್ಚ್ಯಾ ಬರೆಪಾನಾಕ್ ಶಾನ್ಪಾನ್ ಮಿಳ್ವಾ.