2 Peter 1:7 — Compare Translations

7 translations compared side by side

Odia - 1840
"ପରମେଶ୍ବରଙ୍କ ସବୋ ରେ ଖ୍ରୀଷ୍ଟ ଭାଇ ଓ ଭଉଣୀମାନଙ୍କ ପ୍ରତି ଦୟାଭାବ, ଓ ଏହି ଦୟା ରେ ପ୍ ରମେକୁ ୟୋଗ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଧର୍ମପରାୟଣତା ସହିତ ଭ୍ରାତୃସ୍ନେହ, ପୁଣି ଭ୍ରାତୃସ୍ନେହ ସହିତ ପ୍ରେମ ଯୋଗ କର ।
Odia BSI (ପବିତ୍ର ବାଇବଲ (CL) NT (BSI))
ଈଶ୍ୱରପରାୟଣତା ସହିତ ଭ୍ରାତୃ ସ୍ନେହ ଓ ଭ୍ରାତୃ ସ୍ନେହ ସହିତ ପ୍ରେମ ଯୋଗ କରିବାକୁ ଆପ୍ରାଣ ଉଦ୍ୟମ କର।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କ ସେବାରେ ଖ୍ରୀଷ୍ଟ ଭାଇ ଓ ଭଉଣୀମାନଙ୍କ ପ୍ରତି ଦୟାଭାବ, ଓ ଏହି ଦୟାରେ ପ୍ରେମକୁ ଯୋଗ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଧର୍ମପରାୟଣତା ଦ୍ୱାରା ଭ୍ରାତୃପ୍ରେମ, ପୁଣି, ଭ୍ରାତୃପ୍ରେମ ଦ୍ୱାରା ପ୍ରେମ ଲାଭ କର।
Odia IRV 2017 (ଓଡିଆ ବାଇବେଲ)
ଧର୍ମପରାୟଣତା ସହିତ ଭ୍ରାତୃସ୍ନେହ, ପୁଣି, ଭ୍ରାତୃସ୍ନେହ ସହିତ ପ୍ରେମ ଯୋଗ କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮ್ಚ್ಯಾ ದೆವಸ್ಪಾನಾಕ್ ಭಾವ್ಬಂದ್ಪಾನ್ ಮಿಳ್ವಾ ಅನಿ ಭಾವ್ಬಂದ್ಪಾನ್ ಪ್ರೆಮ್ ಮಿಳ್ವಾ.