2 Peter 1:8 — Compare Translations
7 translations compared side by side
Odia - 1840
"ଯଦି ଏସମସ୍ତ ବିଷୟ ତୁମ୍ଭ ଭିତ ରେ ଅଛି ଓ ବୃଦ୍ଧି ପାଇ ଚାଲିଛି, ତା' ହେଲେ ତୁମ୍ଭେ କବେେ ହେଲେ ଶିଥିଳ ହବେ ନାହିଁ। ସଗେୁଡ଼ିକ ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ବିଷୟକ ଜ୍ଞାନ ରେ ପୂର୍ଣ୍ଣତା ପାଇବା ପାଇଁ କବେେ ହେଲେ ତୁମ୍ଭକୁ ମୂଲ୍ଯହୀନ ହବୋକୁ ଦବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିସବୁ ତୁମ୍ଭମାନଙ୍କଠାରେ ବୃଦ୍ଧି ପାଇଲେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ବିଷୟକ ଜ୍ଞାନରେ ପୂର୍ଣ୍ଣତା ଲାଭ କରିବା ନିମନ୍ତେ ତୁମ୍ଭମାନଙ୍କୁ ଶିଥିଳ ଓ ଫଳଶୂନ୍ୟ ହେବାକୁ ଦେବ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହି ସଦ୍ଗୁଣଗୁଡ଼ିକ ତୁମର ଆବଶ୍ୟକ; ଏହିସବୁରେ ତୁମ୍ଭେମାନେ ପରିପୂର୍ଣ୍ଣ ହେଲେ, ତୁମେ ପ୍ରାପ୍ତ ହୋଇଥିବା ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଜ୍ଞାନ ତୁମକୁ ସକ୍ରିୟ ଓ ଫଳପ୍ରଦ କରି ରଖିବ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ଏସମସ୍ତ ବିଷୟ ତୁମ୍ଭ ଭିତରେ ଅଛି ଓ ବୃଦ୍ଧି ପାଇ ଗ୍ଭଲିଛି, ତା’ହେଲେ ତୁମ୍ଭେ କେବେ ହେଲେ ଶିଥିଳ ହେବ ନାହିଁ। ସେଗୁଡ଼ିକ ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ବିଷୟକ ଜ୍ଞାନରେ ପୂର୍ଣ୍ଣତା ପାଇବା ପାଇଁ କେବେ ହେଲେ ତୁମ୍ଭକୁ ମୂଲ୍ୟହୀନ ହେବାକୁ ଦେବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିସବୁ ତୁମ୍ଭମାନଙ୍କଠାରେ ବୃଦ୍ଧି ପାଇଲେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ବିଷୟକ ଜ୍ଞାନରେ ପୂର୍ଣ୍ଣତା ଲାଭ କରିବା ନିମନ୍ତେ ତୁମ୍ଭମାନଙ୍କୁ ଶିଥିଳ ଓ ଫଳଶୂନ୍ୟ ହେବାକୁ ଦେବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଏହି ସବୁ ତୁମ୍ଭମାନଙ୍କଠାରେ ବୃଦ୍ଧି ପାଇଲେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ବିଷୟକ ଜ୍ଞାନରେ ପୂର୍ଣ୍ଣତା ଲାଭ କରିବା ନିମନ୍ତେ ତୁମ୍ଭମାନଙ୍କୁ ଶିଥିଳ ଓ ଫଳଶୂନ୍ୟ ହେବାକୁ ଦେବ ନାହିଁ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್, ಹಿ ಸಗ್ಳಿ ಗುನಾ ತುಮ್ಚ್ಯಾ ಭುತ್ತುರ್ ರ್ಹಾವ್ಕ್ ಪಾಜೆ, ಹಿ ಸಗ್ಳಿ ಭರ್ಪುರ್ ಮಾಪಾನ್ ತುಮ್ಚ್ಯಾ ಭುತ್ತುರ್ ರ್ಹಾಲ್ಯಾರ್ ತೆ ತುಮ್ಕಾ ಅಮ್ಚ್ಯಾ ಧನಿಯಾ ಜೆಜುಕ್ರಿಸ್ತಾಚ್ಯಾ ಶಾನ್ಪಾನಾತ್ ಕಾಯ್ಬಿ ಪಾಯ್ದ್ಯಾಕ್ ಪಡಿನಸಲ್ಲೆ ಅನಿ ಕಸ್ಲೊಬಿ ಪ್ರಭಾವ್ ಪಡಿನಸಲ್ಲೆ ಹೊವ್ನ್ ದಿಯ್ನಾತ್.