2 Peter 1:9 — Compare Translations
7 translations compared side by side
Odia - 1840
"ଯଦି କୌଣସି ଲୋକଠା ରେ ଏଗୁଡ଼ିକ ନାହିଁ, ତା ହେଲେ ସେ ସ୍ପଷ୍ଟ ଭାବେ ଦେଖି ପାରିବ ନାହିଁ। ସେ ଲୋକ ଅନ୍ଧ। ସେ ପୂର୍ବକୃତ ପାପରୁ କ୍ଷମା ପାଇଅଛି ବୋଲି ଭୁଲିଯାଇଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଏହିସବୁ ଯାହାଠାରେ ନାହିଁ, ସେ ଦୂରଦର୍ଶୀ ନ ହୋଇ ଅନ୍ଧ ହୋଇଅଛି, ପୁଣି ଆପଣା ପୂର୍ବକୃତ ପାପରୁ ପରିଷ୍କୃତ ହେବା ବିଷୟ ପାଶୋରି ଯାଇଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଏହିସବୁ ଗୁଣ ଯାହାଠାରେ ନାହିଁ, ସେ ଅନ୍ଧ ଓ ଅଦୂରଦର୍ଶୀ; ତାହାର ପୂର୍ବକୃତ ସମସ୍ତ ପାପରୁ ପରିଷ୍କୃତ ହୋଇଛି ବୋଲି ସେ ଭୁଲି ଯାଇଛି।
Odia Bible ERV 2004 (ପବିତ୍ର ବାଇବଲ)
ଯଦି କୌଣସି ଲୋକଠାରେ ଏଗୁଡ଼ିକ ନାହିଁ, ତା’ହେଲେ ସେ ସ୍ପଷ୍ଟ ଭାବେ ଦେଖି ପାରିବ ନାହିଁ। ସେ ଲୋକ ଅନ୍ଧ। ସେ ପୂର୍ବକୃତ ପାପରୁ କ୍ଷମା ପାଇଅଛି ବୋଲି ଭୁଲିଯାଇଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଏହିସବୁ ଯାହାଠାରେ ନାହିଁ, ସେ ଦୂରଦର୍ଶୀ ନ ହୋଇ ଅନ୍ଧ ହୋଇଅଛି, ପୁଣି, ଆପଣା ପୂର୍ବକୃତ ପାପରୁ ପରିଷ୍କୃତ ହେବା ବିଷୟ ପାସୋରି ଯାଇଅଛି।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଏହି ସବୁ ଯାହାଠାରେ ନାହିଁ, ସେ ଦୂରଦର୍ଶୀ ନ ହୋଇ ଅନ୍ଧ ହୋଇଅଛି, ପୁଣି, ଆପଣା ପୂର୍ବକୃତ ପାପରୁ ପରିଷ୍କୃତ ହେବା ବିଷୟ ପାସୋରି ଯାଇଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್, ಹಿ ಸಗ್ಳಿ ಗುನಾ ನಸಲ್ಲೊ ಅಂದ್ಳೊ ಅನಿ ಕುಡ್ಡೊ ಸಾರ್ಕೊ ಹಾಯ್, ತೆನಿ ತೆಂಚ್ಯಾ ಪಾಟ್ಲ್ಯಾ ಪಾಪಾನಿತ್ನಾ ತೆಂಕಾ ಪವಿತ್ರ್ ಕರುನ್ ಹೊಲಾ ಮನ್ತಲೆ ಇಸರ್ತಾತ್.