2 Peter 2:11 — Compare Translations

7 translations compared side by side

Odia - 1840
"ଏହି ଭଣ୍ଡ ଶିକ୍ଷକମାନଙ୍କ ତୁଳନା ରେ ସ୍ବର୍ଗଦୂତମାନେ ଅତ୍ଯଧିକ ଶକ୍ତିଶାଳୀ ଓ ବଳବାନ। କିନ୍ତୁ ସମାନେେ କବେେ ହେଲେ ଏହି ଭଣ୍ଡ ଶିକ୍ଷକମାନଙ୍କୁ ଦୋଷୀ ସାବ୍ଯସ୍ତ କରନ୍ତି ନାହିଁ ବା ସମାନଙ୍କେ ବିରୁଦ୍ଧ ରେ ମନ୍ଦ କଥା ପ୍ରଭୁଙ୍କୁ କହନ୍ତି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯଦ୍ୟପି ଅଧିକ ଶକ୍ତି ଓ ପରାକ୍ରମଶାଳୀ ଦୂତମାନେ ପ୍ରଭୁଙ୍କ ଛାମୁରେ ନିନ୍ଦା କରି ସେମାନଙ୍କର ବିଚାର କରନ୍ତି ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନଙ୍କ ଅନେକ୍ଷା ଅଧିକ ବଳୀୟାନ ଓ ପରାକ୍ରମୀ ଦୂତମାନେ ସୁଦ୍ଧା ଈଶ୍ୱରଙ୍କ ଛାମୁରେ ଉକ୍ତ ଗୌରବମୟ ପ୍ରାଣୀମାନଙ୍କର ନିନ୍ଦା କରି ସେମାନଙ୍କୁ ଦେଷୀ କରନ୍ତି ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ଭଣ୍ଡ ଶିକ୍ଷକମାନଙ୍କ ତୁଳନାରେ ସ୍ୱର୍ଗଦୂତମାନେ ଅତ୍ୟଧିକ ଶକ୍ତିଶାଳୀ ଓ ବଳବାନ। କିନ୍ତୁ ସେମାନେ କେବେ ହେଲେ ଏହି ଭଣ୍ଡ ଶିକ୍ଷକମାନଙ୍କୁ ଦୋଷୀ ସାବ୍ୟସ୍ତ କରନ୍ତି ନାହିଁ ବା ସେମାନଙ୍କ ବିରୁଦ୍ଧରେ ମନ୍ଦ କଥା ପ୍ରଭୁଙ୍କୁ କହନ୍ତି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଦ୍ୟପି ଅଧିକ ଶକ୍ତି ଓ ପରାକ୍ରମଶାଳୀ ଦୂତମାନେ ପ୍ରଭୁଙ୍କ ଛାମୁରେ ନିନ୍ଦା କରି ସେମାନଙ୍କର ବିଚାର କରନ୍ତି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଯଦ୍ୟପି ଅଧିକ ଶକ୍ତି ଓ ପରାକ୍ରମଶାଳୀ ଦୂତମାନେ ପ୍ରଭୁଙ୍କ ଛାମୁରେ ନିନ୍ଦା କରି ସେମାନଙ୍କର ବିଚାର କରନ୍ତି ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್, ಹ್ಯಾ ಝುಟಿ ಶಿಕಾಪಾ ಶಿಕ್ವುತಲ್ಯಾಂಚ್ಯಾನ್ಕಿ ದೆವಾಚಿ ದುತಾ ಲೈ ಬಳಾಚೆ ಅನಿ ತಾಕ್ತಿಚೆ ಹೊವ್ನ್ ಹಾತ್, ಖರೆ ತೆನಿ ಹ್ಯಾ ಝುಟ್ಯಾ ಶಿಕಾಪಾಕಾರಾಕ್ನಿ ಧನಿಯಾಚ್ಯಾ ಇದ್ರಾಕ್ ಝಡ್ತಿ ಕರಿನಾತ್.

Recommended Reading