2 Peter 2:12 — Compare Translations

7 translations compared side by side

Odia - 1840
"କିନ୍ତୁ ଏହି ଭଣ୍ଡ ଶିକ୍ଷକମାନ ନିଜେ ବୁଝି ନ ଥିବା ବିଷୟଗୁଡ଼ିକ ସମ୍ବନ୍ଧ ରେ ମନ୍ଦକଥା କୁହନ୍ତି। ଏହି ଭଣ୍ଡ ଶିକ୍ଷକମାନେ ଚିନ୍ତା କରିବାର ଶକ୍ତି ନ ଥିବା ପଶୁ ଭଳି ଆଚରଣ କରନ୍ତି, ପୁଣି ବନ୍ଯ ପଶୁମାନଙ୍କ ପରି ଧରାଯାଇ ମରା ୟିବା ନିମନ୍ତେ ଜନ୍ମ ହାଇେଛନ୍ତି। ସହେି ପଶୁମାନଙ୍କ ଭଳି ଏହି ଭଣ୍ଡଶିକ୍ଷକମାନେ ମଧ୍ଯ ନଷ୍ଟ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଏମାନେ ଅଜ୍ଞାନ ପଶୁ ତୁଲ୍ୟ ସ୍ଵଭାବାନୁସାରେ ଧୃତ ଓ ବିନଷ୍ଟ ହେବା ନିମନ୍ତେ ଜାତ ହୋଇ, ଯେଉଁ ଯେଉଁ ବିଷୟ ଅଜ୍ଞାତ, ସେହି ସେହି ବିଷୟର ନିନ୍ଦା କରି ସେଗୁଡ଼ାକର ବିନାଶରେ ନିଜେ ବିନଷ୍ଟ ହେବେ,
Odia BSI (ପବିତ୍ର ବାଇବଲ (CL) NT (BSI))
ଧରାଯାଇ ହାଣ ଖାଇବାକୁ ଯେଉଁ ପଶୁମାନଙ୍କର ଜନ୍ମ, ସେମାନଙ୍କ ପରି ଏହି ଶଠ ଶିକ୍ଷକମାନେ କେବଳ ପ୍ରବୃତ୍ତି ଦ୍ୱାରା ଚାଳିତ। ଯେଉଁ ବିଷୟ ବୁଝନ୍ତି ନାହିଁ, ତାହାକୁ ସେମାନେ ବିଦ୍ରୁପ କରନ୍ତି। କିନ୍ତୁ ସେମାନେ ବନ୍ୟପଶୁ ପରି ବିନଷ୍ଟ ହେବେ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଏହି ଭଣ୍ଡ ଶିକ୍ଷକମାନ ନିଜେ ବୁଝି ନ ଥିବା ବିଷୟ ଗୁଡ଼ିକ ସମ୍ବନ୍ଧରେ ମନ୍ଦକଥା କୁହନ୍ତି। ଏହି ଭଣ୍ଡ ଶିକ୍ଷକମାନେ ଚିନ୍ତା କରିବାର ଶକ୍ତି ନ ଥିବା ପଶୁ ଭଳି ଆଚରଣ କରନ୍ତି, ପୁଣି ବନ୍ୟ ପଶୁମାନଙ୍କ ପରି ଧରାଯାଇ ମରା ଯିବା ନିମନ୍ତେ ଜନ୍ମ ହୋଇଛନ୍ତି। ସେହି ପଶୁମାନଙ୍କ ଭଳି ଏହି ଭଣ୍ଡଶିକ୍ଷକମାନେ ମଧ୍ୟ ନଷ୍ଟ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଏମାନେ ଅଜ୍ଞାନ ପଶୁ ତୁଲ୍ୟ ସ୍ୱଭାବାନୁସାରେ ଧୃତ ଓ ବିନଷ୍ଟ ହେବା ନିମନ୍ତେ ଜାତ ହୋଇ, ଯେଉଁ ଯେଉଁ ବିଷୟ ଅଜ୍ଞାତ, ସେହି ସେହି ବିଷୟର ନିନ୍ଦା କରି ସେଗୁଡ଼ାକର ବିନାଶରେ ନିଜେ ବିନଷ୍ଟ ହେବେ,
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଏମାନେ ଅଜ୍ଞାନ ପଶୁ ତୁଲ୍ୟ ସ୍ୱଭାବାନୁସାରେ ଧୃତ ଓ ବିନଷ୍ଟ ହେବା ନିମନ୍ତେ ଜାତ ହୋଇ, ଯେଉଁ ଯେଉଁ ବିଷୟ ଅଜ୍ଞାତ, ସେହି ସେହି ବିଷୟର ନିନ୍ଦା କରି ସେଗୁଡ଼ାକର ବିନାଶରେ ନିଜେ ବିନଷ୍ଟ ହେବେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಧರುನ್ ಜಿವ್ ಕಾಡುಕ್ ಸಾಟಿಚ್ ಜಲಮ್ ಘೆಟಲ್ಯಾ ಖ್ರುರ್ ಜನಾವರಾಂಚ್ಯಾ ಸಾರ್ಕೆ; ತೆಂಕಾ ಕಳಿನಸಲ್ಯಾ ವಿಶಯಾಚ್ಯಾ ವಿರೊಧ್ ಹೊವ್ನ್ ಬುರ್ಶೆಚ್ ಬೊಲ್ತ್ಯಾತ್ ತೆಂಕಾ ಜಾಳ್ವುನ್ ಹೊತಾ.