2 Peter 2:13 — Compare Translations
7 translations compared side by side
Odia - 1840
"ଏହି ଭଣ୍ଡ ଶିକ୍ଷକମାନେ ଅନକେ ଲୋକଙ୍କୁ ଦୁଃଖ ଦଇେଛନ୍ତି। ଅତଏବ ସମାନେେ ନିଜେ ଦୁଃଖ ପାଇବେ। ସମାନେେ କରିଥିବା କାମର ଏହା ହେଉଛି ପ୍ରତିଦାନ। ଏହି ଭଣ୍ଡ ଶିକ୍ଷକମାନେ ଭାବନ୍ତି ଯେ ସମସ୍ତଙ୍କ ଆଗ ରେ ଖାେଲାଖାଲିେ ଭାବେ ମନ୍ଦ କାମ କରିବା ଗୋଟିଏ ଆନନ୍ଦର ବିଷୟ ଅଟେ। ମନ୍ଦ କାମ କରି ସମାନେେ ଆନନ୍ଦ ଉପଭୋଗ କରନ୍ତି। ତୁମ୍ଭମାନଙ୍କ ସହିତ ଭୋଜିଉତ୍ସବ ରେ ସମ୍ମିଳିତ ହବୋ ବେଳେ, ସମାନେେ ତୁମ୍ଭ ନିମନ୍ତେ ମଇଳା ଦାଗ ଓ କଳଙ୍କି ଦାଗ ଭଳି ଲଜ୍ଜାର କାରଣ ସ୍ବରୂପ ଅଟନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଅନ୍ୟାୟ ବେତନ ସ୍ଵରୂପେ ଅଧର୍ମର ଫଳ ଭୋଗ କରିବେ; ସେମାନେ ଦିନବେଳେ ବିଳାସ କରିବାରେ ସୁଖ ପାଆନ୍ତି, ପୁଣି କଳଙ୍କ ଓ ନିନ୍ଦାର କାରଣ ହୋଇ ତୁମ୍ଭମାନଙ୍କ ସହିତ ଭୋଜନପାନରେ ସୁଖ ପାଇବା ସମୟରେ ଆପଣାମାନଙ୍କର ଭ୍ରଷ୍ଟ କଳ୍ପନାରେ ଉନ୍ମତ୍ତ ହୁଅନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଅନ୍ୟମାନଙ୍କୁ ଯେପରି କ୍ଳେଶ ଦେଇଛନ୍ତି, ନିଜେ ସେହିପରି କ୍ଳେଶ ଭୋଗ କରିବେ। ଯାହା କିଛି ସେମାନଙ୍କର ଶାରୀରିକ ଅଭିଳାଷ ତୃପ୍ତ କରେ, ତାହା ସେମାନେ ଦିବାଲୋକରେ କରି ଆନନ୍ଦ ପାଆନ୍ତି। ସେମାନେ ନିଜର ଛଳନାପୂର୍ଣ୍ଣ କାର୍ଯ୍ୟରେ ଆନନ୍ଦ ଉପଭୋଗ କରୁ କରୁ ତୁମ ସହିତ ଏକତ୍ର ଭୋଜନ କରନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଏହି ଭଣ୍ଡ ଶିକ୍ଷକମାନେ ଅନେକ ଲୋକଙ୍କୁ ଦୁଃଖ ଦେଇଛନ୍ତି। ଅତଏବ ସେମାନେ ନିଜେ ଦୁଃଖ ପାଇବେ। ସେମାନେ କରିଥିବା କାମର ଏହା ହେଉଛି ପ୍ରତିଦାନ। ଏହି ଭଣ୍ଡ ଶିକ୍ଷକମାନେ ଭାବନ୍ତି ଯେ ସମସ୍ତଙ୍କ ଆଗରେ ଖୋଲାଖୋଲି ଭାବେ ମନ୍ଦ କାମ କରିବା ଗୋଟିଏ ଆନନ୍ଦର ବିଷୟ ଅଟେ। ମନ୍ଦ କାମ କରି ସେମାନେ ଆନନ୍ଦ ଉପଭୋଗ କରନ୍ତି। ତୁମ୍ଭମାନଙ୍କ ସହିତ ଭୋଜି ଉତ୍ସବରେ ସମ୍ମିଳିତ ହେବା ବେଳେ, ସେମାନେ ତୁମ୍ଭ ନିମନ୍ତେ ମଇଳା ଦାଗ ଓ କଳଙ୍କି ଦାଗ ଭଳି ଲଜ୍ଜାର କାରଣ ସ୍ୱରୂପ ଅଟନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଅନ୍ୟାୟ ବେତନ ସ୍ୱରୂପେ ଅଧର୍ମର ଫଳ ଭୋଗ କରିବେ; ସେମାନେ ଦିନବେଳେ ବିଳାସ କରିବାରେ ସୁଖ ପାଆନ୍ତି, ପୁଣି, କଳଙ୍କ ଓ ନିନ୍ଦାର କାରଣ ହୋଇ ତୁମ୍ଭମାନଙ୍କ ସହିତ ଭୋଜନପାନରେ ସୁଖ ପାଇବା ସମୟରେ ଆପଣାମାନଙ୍କର ଭ୍ରଷ୍ଟ କଳ୍ପନାରେ ଉନ୍ମତ୍ତ ହୁଅନ୍ତି।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଅନ୍ୟାୟ ବେତନ ସ୍ୱରୂପେ ଅଧର୍ମର ଫଳ ଭୋଗ କରିବେ; ସେମାନେ ଦିନବେଳେ ବିଳାସ କରିବାରେ ସୁଖ ପାଆନ୍ତି, ପୁଣି, କଳଙ୍କ ଓ ନିନ୍ଦାର କାରଣ ହୋଇ ତୁମ୍ଭମାନଙ୍କ ସହିତ ଭୋଜନପାନରେ ସୁଖ ପାଇବା ସମୟରେ ଆପଣାମାନଙ୍କର ଭ୍ରଷ୍ଟ କଳ୍ପନାରେ ଉନ୍ମତ୍ତ ହୁଅନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ತೆಂಚ್ಯಾ ವೈನಾ ಲೈ ಕಸ್ಟಾತ್ ಪಡ್ತಾತ್. ತೆನಿ ಕರ್ತಲ್ಯಾ ಚುಕೆಕ್ ತೆಂಕಾ ತೆಚ್ ದೆನೆ ಹೊವ್ನ್ ರ್ಹಾತಾ.ಝುಟಿ ಶಿಕಾಪಾಕಾರಿ ಲೊಕಾಂಚ್ಯಾ ಫಿಡ್ಯಾತ್ ಬುರ್ಶಿಕಾಮಾ ಕರುಕ್ ಖುಸಿ ಹೊತಾತ್.ಅಪ್ನಾಕ್ನಿ ಸಮಾಧಾನ ಕರ್ತಲ್ಯಾ ಬುರ್ಶಾ ಕಾಮಾನಿ ತೆನಿ ಆನಂದಿತ್ ಹೊತಾತ್ ತುಮಿ ಎಕಾಕ್ಡೆ ಗೊಳಾ ಹೊವ್ನ್ ಜೆವಾನ್ ಕರ್ತನಾ ತೆನಿ ತುಮ್ಕಾ ಅವಮಾನ್ ಸಾರ್ಕೆ ಹೊವ್ನ್ ಹಾತ್, ಅನಿ ತೆನಿ ತುಮ್ಚ್ಯಾ ಮದ್ದಿ ಬುರ್ಶಿ ಡಾಗಾ ಸಾರ್ಕೆ ಹೊವ್ನ್ ಹಾತ್.