2 Peter 2:14 — Compare Translations
7 translations compared side by side
Odia - 1840
"ପ୍ରେତ୍ୟକକ ଥର କୌଣସି ସ୍ତ୍ରୀଲୋକକୁ ଦେଖିଲେ, ସମାନେେ ବ୍ଯଭିଚାର କରିବା ପାଇଁ ଚାହାଁନ୍ତି। ଏହିଭଳି ଭାବରେ ସମାନେେ ସବୁବେଳେ ପାପ କରୁଥାନ୍ତି। ସମାନେେ ଦୁର୍ବଳ ଲୋକମାନଙ୍କୁ ପାପର ଫାନ୍ଦ ରେ ପକାଇ ଦିଅନ୍ତି। ସମାନଙ୍କେ ହୃଦୟଗୁଡ଼ିକ ସ୍ବାର୍ଥପରତା ରେ ପରିପୂର୍ଣ୍ଣ। ସମାନେେ ଅଭିଶପ୍ତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କର ଚକ୍ଷୁ ବ୍ୟଭିଚାରରେ ପରିପୂର୍ଣ୍ଣ ହୋଇ ପାପରୁ କ୍ଷା; ହୁଏ ନାହିଁ, ସେମାନେ ଚଞ୍ଚଳମତି ଲୋକମାନଙ୍କୁ ପ୍ରଲୋଭିତ କରନ୍ତି, ସେମାନଙ୍କର ହୃଦୟ ଧନଲୋଭରେ ଅଭ୍ୟସ୍ତ, ସେମାନେ ଅଭିଶାପର ସନ୍ତାନ,
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ତୁମ୍ଭମାନଙ୍କର ଲଜ୍ଜା ଓ କଳଙ୍କ ସ୍ୱରୂପ। ସେମାନଙ୍କ ଚୁକ୍ଷୁ କାମୁକତାରେ ପୂର୍ଣ୍ଣ। ସେମାନଙ୍କର ପାପ-କ୍ଷୁଧା କେବେ ପୂର୍ଣ୍ଣ। ସେମାନଙ୍କର ଦୁର୍ବଳମନା ଲୋକମାନଙ୍କୁ ଫାନ୍ଦରେ ପକାନ୍ତି। ଲୋଭାସକ୍ତ ହେବାରେ ସେମାନେ ଅଭ୍ୟସ୍ତ। ସେମାନେ ଈଶ୍ୱରଙ୍କ ଅଭିଶାପର ପାତ୍ର।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରତ୍ୟେକ ଥର କୌଣସି ସ୍ତ୍ରୀଲୋକକୁ ଦେଖିଲେ, ସେମାନେ ବ୍ୟଭିଗ୍ଭର କରିବା ପାଇଁ ଗ୍ଭହାନ୍ତି। ଏହିଭଳି ଭାବରେ ସେମାନେ ସବୁବେଳେ ପାପ କରୁଥା’ନ୍ତି। ସେମାନେ ଦୁର୍ବଳ ଲୋକମାନଙ୍କୁ ପାପର ଫାନ୍ଦରେ ପକାଇ ଦିଅନ୍ତି। ସେମାନଙ୍କ ହୃଦୟଗୁଡ଼ିକ ସ୍ୱାର୍ଥପରତାରେ ପରିପୂର୍ଣ୍ଣ। ସେମାନେ ଅଭିଶପ୍ତ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କର ଚକ୍ଷୁ ବ୍ୟଭିଚାରିଣୀ ସ୍ତ୍ରୀରେ ପରିପୂର୍ଣ୍ଣ ହୋଇ ପାପରୁ କ୍ଷାନ୍ତ ହୁଏ ନାହିଁ, ସେମାନେ ଚଞ୍ଚଳମତି ଲୋକମାନଙ୍କୁ ପ୍ରଲୋଭିତ କରନ୍ତି, ସେମାନଙ୍କର ହୃଦୟ ଧନଲୋଭରେ ଅଭ୍ୟସ୍ତ, ସେମାନେ ଅଭିଶାପର ସନ୍ତାନ,
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କର ଚକ୍ଷୁ ବ୍ୟଭିଚାରିଣୀ ସ୍ତ୍ରୀରେ ପରିପୂର୍ଣ୍ଣ ହୋଇ ପାପରୁ କ୍ଷାନ୍ତ ହୁଏ ନାହିଁ, ସେମାନେ ଚଞ୍ଚଳମତି ଲୋକମାନଙ୍କୁ ପ୍ରଲୋଭିତ କରନ୍ତି, ସେମାନଙ୍କର ହୃଦୟ ଧନଲୋଭରେ ଅଭ୍ୟସ୍ତ, ସେମାନେ ଅଭିଶାପର ସନ୍ତାନ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ವೆಭಿಚಾರಾನ್ ಭರಲ್ಲ್ಯಾ ಡೊಳ್ಯಾಂಚೆ ಹೊವ್ನ್ ಹಾತ್, ತೆನಿ ವಿಶ್ವಾಸ್ ನಸಲ್ಲೆ ಪಾಪಾಚ್ಯಾ ಪಾಸಿತ್ ಪಾಡ್ವುತಾತ್, ತೆನಿ ಅಪ್ನಾ ಮನಾಕ್ನಿ ಬರೆ ದಿಸ್ತಲೆಚ್ ಚಿಂತತಾತ್, ಅನಿ ಶಾಪಾಕ್ ಗುರಿ ಹೊಲಾತ್.