2 Peter 2:15 — Compare Translations
7 translations compared side by side
Odia - 1840
"ଏହି ଭଣ୍ଡ ଶିକ୍ଷକମାନେ ଉତ୍ତମ ପଥ ଛାଡ଼ି ଦଇେଛନ୍ତି ଓ ବିଯୋରର ପୁତ୍ର ବିଲିଯାମର ଭୁଲ ମାର୍ଗ ଅନୁସରଣ କରିଛନ୍ତି। ସେ ମନ୍ଦ କାମ କରି ଧନ ପାଇବାକୁ ଭଲ ପାଉଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଅନ୍ୟାୟ ବେତନର ଲାଳସାକାରୀ ବିୟୋରର ପୁତ୍ର ବିଲୀୟମର ମାର୍ଗ ଅନୁସରଣ କଲେ ଓ ସତ୍ୟ ମାର୍ଗ ପରିତ୍ୟାଗ କରି ବିପଥଗାମୀ ହେଲେ;
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ସରଳ ପଥ ପରିତ୍ୟାଗ କରି ବିପଥଗାମୀ ହୋଇ ଅଛନ୍ତି। ବିଓରର ପୁତ୍ର ବାଲାମର ପଥ ସେମାନେ ଅନୁସରଣ କରିଛନ୍ତି। ସେ ଅନ୍ୟାୟ କାର୍ଯ୍ୟ କରି ଅର୍ଥ ଲାଭ କରିବାକୁ ଲାଳାୟିତ ହେବାରୁ,
Odia Bible ERV 2004 (ପବିତ୍ର ବାଇବଲ)
ଏହି ଭଣ୍ଡ ଶିକ୍ଷକମାନେ ଉତ୍ତମ ପଥ ଛାଡ଼ି ଦେଇଛନ୍ତି ଓ ବିୟୋରର ପୁତ୍ର ବିଲିୟାମର ଭୁଲ୍ ମାର୍ଗ ଅନୁସରଣ କରିଛନ୍ତି। ସେ ମନ୍ଦ କାମ କରି ଧନ ପାଇବାକୁ ଭଲ ପାଉଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଅନ୍ୟାୟ ବେତନର ଲାଳସାକାରୀ ବିୟୋରର ପୁତ୍ର ବିଲୀୟାମର ମାର୍ଗ ଅନୁସରଣ କଲେ ଓ ସତ୍ୟ ମାର୍ଗ ପରିତ୍ୟାଗ କରି ବିପଥଗାମୀ ହେଲେ;
Odia IRV 2017 (ଓଡିଆ ବାଇବେଲ)
ସେମାନେ ଅନ୍ୟାୟ ବେତନର ଲାଳସାକାରୀ ବିୟୋରର ପୁତ୍ର ବିଲୀୟାମର ମାର୍ଗ ଅନୁସରଣ କଲେ ଓ ସତ୍ୟ ମାର୍ଗ ପରିତ୍ୟାଗ କରି ବିପଥଗାମୀ ହେଲେ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಿ ಝುಟೆ ಶಿಕಾಪಾ ಕರ್ತಲಿ ಲೊಕಾ ನಿಟ್ ವಾಟೆನ್ ಜಾತಲೆ ಸೊಡುನ್ ಬುರ್ಶ್ಯಾ ವಾಟೆನ್ ಜಾವ್ಕ್ ಬಗ್ತ್ಯಾತ್. ಬಾಲಾಮ್ ಮನ್ತಲೊ ಬೆಯೊರ್ ಮನ್ತಲ್ಯಾಚೊ ಲೆಕ್ ರ್ಹಾತಾ. ತೆನಿ ಅಧರ್ಮಾಕ್ನಾ ಗಾವ್ತಲ್ಯಾ ಫಾಯ್ದಾಕ್ ಪ್ರೆಮ್ ಕರಿತ್ ರ್ಹಾತಾ.