2 Peter 2:16 — Compare Translations

7 translations compared side by side

Odia - 1840
"କିନ୍ତୁ ଗୋଟିଏ ଗଧ ତାହାକୁ କହିଲା ଯେ ସେ ଭୁଲ କରୁଛି। ଗଧ ସାଧାରଣ ଭାବରେ କଥା କହିପା ରେ ନାହିଁ, କିନ୍ତୁ ସହେି ଗଧଟି ମଣିଷର ଭାଷା ରେ କଥା କହିଲା ଓ ବିଲିଯାମର ବିକୃତ ଚିନ୍ତାଧାରାରୁ ତାହାକୁ ବିରତ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ସେ ଆପଣା ଅପରାଧ ସକାଶେ ଅନୁଯୋଗ ପ୍ରାପ୍ତ ହେଲା, ଗୋଟିଏ ମୂକ ପଶୁ ମନୁଷ୍ୟ ସ୍ଵରରେ କଥା କହି ଭାବବାଦୀର ଉନ୍ମତ୍ତତା ନିବୃତ୍ତ କଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହି ପାପ ଲାଗି ତିରସୃତ ହୋଇଥିଲା। ମନୁଷ୍ୟ ସ୍ୱରରେ ତା’ର ଗର୍ଦ୍ଦଭ କଥା କହି ଭାବବାଦୀକୁ ଉନ୍ମତ୍ତ କାର୍ଯ୍ୟରୁ କ୍ଷାନ୍ତ କଲା।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଗୋଟିଏ ଗଧ ତାହାକୁ କହିଲା ଯେ ସେ ଭୁଲ୍ କରୁଛି। ଗଧ ସାଧାରଣ ଭାବରେ କଥା କହିପାରେ ନାହିଁ, କିନ୍ତୁ ସେହି ଗଧଟି ମଣିଷର ଭାଷାରେ କଥା କହିଲା ଓ ବିଲିୟାମର ବିକୃତ ଚିନ୍ତାଧାରାରୁ ତାହାକୁ ବିରତ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ସେ ଆପଣା ଅପରାଧ ସକାଶେ ଅନୁଯୋଗ ପ୍ରାପ୍ତ ହେଲା, ଗୋଟିଏ ମୂକ ପଶୁ ମନୁଷ୍ୟ ସ୍ୱରରେ କଥା କହି ଭାବବାଦୀର ଉନ୍ମତ୍ତତା ନିବୃତ୍ତ କଲା।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ସେ ଆପଣା ଅପରାଧ ସକାଶେ ଅନୁଯୋଗ ପ୍ରାପ୍ତ ହେଲା, ଗୋଟିଏ ମୂକ ପଶୁ ମନୁଷ୍ୟ ସ୍ୱରରେ କଥା କହି ଭାବବାଦୀର ଉନ୍ମତ୍ତତା ନିବୃତ୍ତ କଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ತೊ ಕರುಕ್ ಲಾಗಲ್ಲೆ ಚುಕ್ ಮನುನ್ ಎಕ್ ಗಾಡ್ವಾನ್ ಕಳ್ವುಲ್ಯಾನ್. ತೆ ಎಕ್ ಮುಕ್ಕೆ ಜನಾವರ್, ಖರೆ ತೆನಿ ಮಾನ್ಸಾ ಸಾರ್ಕೆ ಬೊಲುನ್ ತ್ಯಾ ಪ್ರವಾದಿಚ್ಯಾ ಪಿಶೆ ಪಾನಾಕ್ ಅಡ್ವುಲ್ಯಾನ್.