2 Peter 2:17 — Compare Translations

7 translations compared side by side

Odia - 1840
"ଏହି ଭଣ୍ଡ ଶିକ୍ଷକମାନେ ପାଣି ନ ଥିବା ନଈ ଭଳି, ସମାନେେ ପ୍ରଚଣ୍ଡ ଝଡ଼ ରେ ଉଡ଼ୁଥିବା ମେଘଗୁଡ଼ାକ ଭଳି, ସମାନଙ୍କେ ନିମନ୍ତେ ଘାରେ ଅନ୍ଧକାର ସ୍ଥାନ ରଖା ଯାଇଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ନିର୍ଜ୍ଜଳ ନିର୍ଝର ଓ ପ୍ରଚଣ୍ତ ବାୟୁରେ ଚାଳିତ ମେଘ ତୁଲ୍ୟ, ସେମାନଙ୍କ ନିମନ୍ତେ ଘୋର ଅନ୍ଧକାର ରକ୍ଷିତ ହୋଇଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହି ଶଠ ଶିକ୍ଷକମାନେ ଶୁଷ୍କ ଝରଣା ପରି ଓ ବତାସରେ ଚାଳିତ ମେଘ ସଦୃଶ। ଈଶ୍ୱର ଏମାନଙ୍କ ପାଇଁ ଘୋର ଅନ୍ଧାକାରମୟ ଗହ୍ନରରେ ସ୍ଥାନ ନିରୂପଣ କରିଅଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଏହି ଭଣ୍ଡ ଶିକ୍ଷକମାନେ ପାଣି ନ ଥିବା ନଈ ଭଳି, ସେମାନେ ପ୍ରଚଣ୍ଡ ଝଡ଼ରେ ଉଡ଼ୁଥିବା ମେଘଗୁଡ଼ାକ ଭଳି, ସେମାନଙ୍କ ନିମନ୍ତେ ଘୋର ଅନ୍ଧକାର ସ୍ଥାନ ରଖା ଯାଇଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ନିର୍ଜଳର ନିର୍ଝର ଓ ପ୍ରଚଣ୍ଡ ବାୟୁରେ ଚାଳିତ ମେଘ ତୁଲ୍ୟ, ସେମାନଙ୍କ ନିମନ୍ତେ ଘୋର ଅନ୍ଧକାର ରକ୍ଷିତ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ସେମାନେ ନିର୍ଜଳର ନିର୍ଝର ଓ ପ୍ରଚଣ୍ଡ ବାୟୁରେ ଚାଳିତ ମେଘ ତୁଲ୍ୟ, ସେମାନଙ୍କ ନିମନ୍ତେ ଘୋର ଅନ୍ଧକାର ରକ୍ଷିତ ହୋଇଅଛି।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಿ ಲೊಕಾ ವ್ಹಾಂಕ್ಡ್ಯಾ ಝರ್ಯಾಚ್ಯಾ ಸಾರ್ಕೆ ಹಾತ್, ಅನಿ ವಾರ್‍ಯಾನ್ ಹುಡ್ವುನ್ ಘೆವ್ನ್ ಜಾತಲ್ಲ್ಯಾ ಮೊಡಾಂಚ್ಯಾ ಸಾರ್ಕೆ ಹಾತ್, ದೆವಾನ್ ತೆಚ್ಯಾ ಸಾಟ್ನಿ ದಾಟ್ ಕಾಳ್ಕಾಚೊ ಜಾಗೊ ತಯಾರ್ ಕರುನ್ ಥವಲ್ಲೊ ಹಾಯ್.