2 Peter 2:18 — Compare Translations

7 translations compared side by side

Odia - 1840
"ସହେି ଭଣ୍ଡ ଶିକ୍ଷକମାନେ ନିରର୍ଥକ କଥାଗୁଡ଼ିକ ପାଇଁ ଗର୍ବ କରନ୍ତି। ସମାନେେ ଲୋକମାନଙ୍କୁ ପାପ ରାସ୍ତା ରେ କଢ଼ାଇ ନିଅନ୍ତି। ମନ୍ଦ ଭାବରେ ରହୁଥିବା ଲୋକଙ୍କଠାରୁ ବାହାରି ଆସି ଭଲ ମାର୍ଗ ରେ ୟିବାକୁ ଆରମ୍ଭ କରିଥିବା ଲୋକଙ୍କୁ ଏମାନେ ଆକର୍ଷିତ କରନ୍ତି। ପାପପୂର୍ଣ୍ଣ ଆତ୍ମା ରେ ମନ୍ଦ ଇଚ୍ଛାଗୁଡ଼ିକୁ ଜାଗତ୍ର କରାଇ ଭଣ୍ଡ ଶିକ୍ଷକମାନେ ଏପରି କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେମାନେ ନିରର୍ଥକ ଅହଂକାରର କଥା କହି ଭ୍ରାନ୍ତ ଆଚରଣକାରୀମାନଙ୍କଠାରୁ ପ୍ରାୟ ଉଦ୍ଧାର ପାଉଥିବା ଲୋକମାନଙ୍କୁ ଶାରୀରିକ ସୁଖାଭିଳାଷରେ କାମୁକତା ଦ୍ଵାରା ପ୍ରଲୋଭିତ କରନ୍ତି;
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ଅହଙ୍କାରପୂର୍ଣ୍ଣ ନିରର୍ଥକ କଥା କହୁଥାଆନ୍ତି; ଭ୍ରାଷ୍ଟାଚାରୀମାନଙ୍କ ମଧ୍ୟରୁ ରକ୍ଷା ପାଇ ପଳାଇ ଆସୁଥିବା ଲୋକମାନଙ୍କୁ ନୀଚ ଶାରୀରିକ କାମନାର ମୋହ ଦେଖାଇ ଫନ୍ଦରେ ପକାନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଭଣ୍ଡ ଶିକ୍ଷକମାନେ ନିରର୍ଥକ କଥାଗୁଡ଼ିକ ପାଇଁ ଗର୍ବ କରନ୍ତି। ସେମାନେ ଲୋକମାନଙ୍କୁ ପାପ ରାସ୍ତାରେ କଢ଼ାଇ ନିଅନ୍ତି। ମନ୍ଦ ଭାବରେ ରହୁଥିବା ଲୋକଙ୍କଠାରୁ ବାହାରି ଆସି ଭଲ ମାର୍ଗରେ ଯିବାକୁ ଆରମ୍ଭ କରିଥିବା ଲୋକଙ୍କୁ ଏମାନେ ଆକର୍ଷିତ କରନ୍ତି। ପାପପୂର୍ଣ୍ଣ ଆତ୍ମାରେ ମନ୍ଦ ଇଚ୍ଛାଗୁଡ଼ିକୁ ଜାଗତ୍ର କରାଇ ଭଣ୍ଡ ଶିକ୍ଷକମାନେ ଏପରି କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେମାନେ ନିରର୍ଥକ ଅହଙ୍କାରର କଥା କହି ଭ୍ରାନ୍ତ ଆଚରଣକାରୀମାନଙ୍କଠାରୁ ପ୍ରାୟ ଉଦ୍ଧାର ପାଉଥିବା ଲୋକମାନଙ୍କୁ ଶାରୀରିକ ସୁଖାଭିଳାଷରେ କାମୁକତା ଦ୍ୱାରା ପ୍ରଲୋଭିତ କରନ୍ତି;
Odia IRV 2017 (ଓଡିଆ ବାଇବେଲ)
କାରଣ ସେମାନେ ନିରର୍ଥକ ଅହଂକାରର କଥା କହି ଭ୍ରାନ୍ତ ଆଚରଣକାରୀମାନଙ୍କଠାରୁ ପ୍ରାୟ ଉଦ୍ଧାର ପାଉଥିବା ଲୋକମାନଙ୍କୁ ଶାରୀରିକ ସୁଖାଭିଳାଷରେ କାମୁକତା ଦ୍ୱାରା ପ୍ରଲୋଭିତ କରନ୍ତି;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಪವಿತ್ರ್ ನಸಲ್ಲಿ ಗೊಸ್ಟಿಯಾ ಬೊಲುನ್ ಬುರ್ಶ್ಯಾಪಾನಾ ವೈನಾ ತ್ಯಾ ಲೊಕಾಕ್ನಿ ಗೊಂದಳಾಚ್ಯಾ ವಾಟೆತ್ ಚಲ್ವುತಲ್ಯಾ ಲೊಕಾಂಚ್ಯಾಕ್ನಾ ಚುಕ್ವುನ್ ಘೆವ್ಕ್ ಯೆಲ್ಲ್ಯಾಕ್ನಿ ವಾಟ್ ಚುಕ್ವುತಾತ್, ಅಪ್ಲ್ಯಾ ಪಾಪಾಚ್ಯಾ ಸ್ವಭಾವಾ ಸಾರ್ಕೆ ಕರುಕ್ ಇಚ್ಛ್ಯಾ ಕರ್ತಲಿ ಬುರ್ಶಿಕಾಮಾ ವಾಪ್ರುನ್ ಘೆವ್ಕ್ ಹಿ ಝುಟಿ ಶಿಕಾಪಾಕಾರಿ ತೆಂಕಾ ವಾಟ್ ಚುಕ್ವುತಾತ್.