2 Peter 2:19 — Compare Translations

7 translations compared side by side

Odia - 1840
"ଏହି ଭଣ୍ଡ ଶିକ୍ଷକମାନେ ସହେି ଲୋକମାନଙ୍କୁ ମୁକ୍ତିର ପ୍ରତିଜ୍ଞା ଦିଅନ୍ତି। ମାତ୍ର ଏହି ଭଣ୍ଡ ଶିକ୍ଷକମାନେ ନିଜେ ମୁକ୍ତି ପାଇ ନାହାଁନ୍ତି। ସମାନେେ ନିଜେ ବିନଷ୍ଟ ବିଷୟର ଦାସ ଅଟନ୍ତି। ଜଣେ ବ୍ଯକ୍ତି ଯାହା ଦ୍ବାରା ନିୟନ୍ତ୍ରିତ ହୁଏ, ସେ ସେଥିର ଦାସ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ସେମାନଙ୍କୁ ସ୍ଵାଧୀନତାର ପ୍ରତିଜ୍ଞା ଦିଅନ୍ତି, କିନ୍ତୁ ନିଜେ ବିନାଶର ଦାସ ଅଟନ୍ତି; କାରଣ ଯେ ଯାହା ଦ୍ଵାରା ପରାସ୍ତ ହୁଏ, ସେ ସେଥିର ଦାସ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏମାନଙ୍କୁ ସେହି ଶଠ ଶିକ୍ଷକମାନେ ସ୍ୱାଧୀନତା ପ୍ରଦାନ କରିବାକୁ ପ୍ରତିଶ୍ରୁତି ଦିଅନ୍ତୁ, ଅଥଚ ସେମାନେ ନିଜେ ଧ୍ଂସକାରୀ କୁଅଭ୍ୟାସର କ୍ରୀଦାସ; କାରଣ ମନୁଷ୍ୟ ଯେଉଁ ବିଷୟର ବଶୀଭୂତ, ତାହାର ସେ କ୍ରୀତଦାସ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ଭଣ୍ଡ ଶିକ୍ଷକମାନେ ସେହି ଲୋକମାନଙ୍କୁ ମୁକ୍ତିର ପ୍ରତିଜ୍ଞା ଦିଅନ୍ତି। ମାତ୍ର ଏହି ଭଣ୍ଡ ଶିକ୍ଷକମାନେ ନିଜେ ମୁକ୍ତି ପାଇ ନାହାନ୍ତି। ସେମାନେ ନିଜେ ବିନଷ୍ଟ ବିଷୟର ଦାସ ଅଟନ୍ତି। ଜଣେ ବ୍ୟକ୍ତି ଯାହାଦ୍ୱାରା ନିୟନ୍ତ୍ରିତ ହୁଏ, ସେ ସେଥିର ଦାସ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ସେମାନଙ୍କୁ ସ୍ୱାଧୀନତାର ପ୍ରତିଜ୍ଞା ଦିଅନ୍ତି, କିନ୍ତୁ ନିଜେ ବିନାଶର ଦାସ ଅଟନ୍ତି; କାରଣ ଯେ ଯାହା ଦ୍ୱାରା ପରାସ୍ତ ହୁଏ, ସେ ସେଥିର ଦାସ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ସେମାନଙ୍କୁ ସ୍ୱାଧୀନତାର ପ୍ରତିଜ୍ଞା ଦିଅନ୍ତି, କିନ୍ତୁ ନିଜେ ବିନାଶର ଦାସ ଅଟନ୍ତି; କାରଣ ଯେ ଯାହା ଦ୍ୱାରା ପରାସ୍ତ ହୁଏ, ସେ ସେଥିର ଦାସ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತ್ಯಾ ಲೊಕಾಕ್ನಿ ಸ್ವಾತಂತ್ರ್ ದಿತಾಂವ್ ಮನುನ್ ತೆಂಕಾ ಗೊಸ್ಟ್ ದಿತ್ಯಾತ್. ಖರೆ ತೆನಿಚ್ ಸ್ವಾತಂತ್ರ್ ಹೊಯ್ ನಸ್ತಾನಾ ಹಾಳ್ ಹೊತಲ್ಯಾ ಸಂಗತಿಯಾಕ್ನಿ ಗುಲಾಮ್ ಹೊವ್ನ್ ಹಾತ್, ಕಶ್ಯಾಕ್ ಮಟ್ಲ್ಯಾರ್, ಎಕ್ ಮಾನುಸ್ ಅಪ್ನಿ ಹಾರಲ್ಲ್ಯಾ ವಿಶಯಾಚೊ ಗುಲಾಮ್ ಹೊವ್ನ್ ಹಾಯ್.