2 Peter 2:20 — Compare Translations

7 translations compared side by side

Odia - 1840
"ସହେି ଲୋକମାନଙ୍କୁ ସଂସାରର ମନ୍ଦ ବିଷୟରୁ ମୁକ୍ତ କରାଯାଇଥିଲା। ଆମ୍ଭର ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କୁ ଜାଣିବା ଦ୍ବାରା ସମାନେେ ମୁକ୍ତି ପାଇଥିଲେ। କିନ୍ତୁ ଯଦି ସମାନେେ ପୁନର୍ବାର ମନ୍ଦ ବିଷୟଗୁଡ଼ିକ ପ୍ରତି ଆକର୍ଷିତ ହାଇେ ତାହାର ବନ୍ଧନ ରେ ବାନ୍ଧି ହାଇଯେିବେ, ତବେେ ସମାନଙ୍କେ ପୂର୍ବ ଅବସ୍ଥାଠାରୁ ବର୍ତ୍ତମାନର ଅବସ୍ଥା ଆହୁରି ଅଧିକ ଖରାପ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଣୁ ସେମାନେ ଯଦି ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କ ବିଷୟକ ଜ୍ଞାନ ଦ୍ଵାରା ସଂସାରର ଅଶୁଚିତାରୁ ରକ୍ଷା ପାଇ ପୁନର୍ବାର ସେଥିର ବନ୍ଧନରେ ଆବଦ୍ଧ ହୋଇ ପରାସ୍ତ ହୁଅନ୍ତି, ତାହାହେଲେ ସେମାନଙ୍କ ପ୍ରଥମ ଦଶା ଅପେକ୍ଷା ଶେଷ ଦଶା ଅଧିକ ମନ୍ଦ ହୁଏ, ।
Odia BSI (ପବିତ୍ର ବାଇବଲ (CL) NT (BSI))
ଆମ୍ଭମାନଙ୍କର ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କଠାରୁ ଜ୍ଞାନ ଲାଭ କରି ଯେଉଁମାନେ ସଂସାରର ବିନାଶକାରୀ ଶକ୍ତିଗୁଡ଼ିକ କବଳରୁ ରକ୍ଷା ପାଇବା ପରେ ପୁନର୍ବାର ସେ ସବୁର ବଶୀଭୂତ ହୁଅନ୍ତି, ସେମାନଙ୍କର ଶେଷ ଦଶା ପ୍ରଥମ ଦଶା ଅନେକ୍ଷା ଅଧିକମ ଶୋଚନୀୟ ହେବ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଲୋକମାନଙ୍କୁ ସଂସାରର ମନ୍ଦ ବିଷୟରୁ ମୁକ୍ତ କରାଯାଇଥିଲା। ଆମ୍ଭର ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କୁ ଜାଣିବା ଦ୍ୱାରା ସେମାନେ ମୁକ୍ତି ପାଇଥିଲେ। କିନ୍ତୁ ଯଦି ସେମାନେ ପୁନର୍ବାର ମନ୍ଦ ବିଷୟ ଗୁଡ଼ିକ ପ୍ରତି ଆକର୍ଷିତ ହୋଇ ତାହାର ବନ୍ଧନରେ ବାନ୍ଧି ହୋଇଯିବେ, ତେବେ ସେମାନଙ୍କ ପୂର୍ବ ଅବସ୍ଥାଠାରୁ ବର୍ତ୍ତମାନର ଅବସ୍ଥା ଆହୁରି ଅଧିକ ଖରାପ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଣୁ ସେମାନେ ଯଦି ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କ ବିଷୟକ ଜ୍ଞାନ ଦ୍ୱାରା ସଂସାରର ଅଶୁଚିତାରୁ ରକ୍ଷା ପାଇ ପୁନର୍ବାର ସେଥିର ବନ୍ଧନରେ ଆବଦ୍ଧ ହୋଇ ପରାସ୍ତ ହୁଅନ୍ତି, ତାହାହେଲେ ସେମାନଙ୍କ ପ୍ରଥମ ଦଶା ଅପେକ୍ଷା ଶେଷ ଦଶା ଅଧିକ ମନ୍ଦ ହୁଏ।
Odia IRV 2017 (ଓଡିଆ ବାଇବେଲ)
ଯେଣୁ ସେମାନେ ଯଦି ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁଖ୍ରୀଷ୍ଟଙ୍କ ବିଷୟକ ଜ୍ଞାନ ଦ୍ୱାରା ସଂସାରର ଅଶୁଚିତାରୁ ରକ୍ଷା ପାଇ ପୁନର୍ବାର ସେଥିର ବନ୍ଧନରେ ଆବଦ୍ଧ ହୋଇ ପରାସ୍ତ ହୁଅନ୍ତି, ତାହାହେଲେ ସେମାନଙ୍କ ପ୍ରଥମ ଦଶା ଅପେକ୍ଷା ଶେଷ ଦଶା ଅଧିକ ମନ୍ଦ ହୁଏ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಮ್ಚ್ಯಾ ಧನಿಯಾ ಜೆಜುಕ್ರಿಸ್ತಾಕ್ ಒಳ್ಕುನ್ ಘೆಟಲ್ಲ್ಯಾ ವೈನಾ ತೆಂಕಾ ಸುಟ್ಕಾ ಹೊಲೆ, ಅನಿ ಹ್ಯಾ ಜಗಾತ್ಲ್ಯಾ ಬುರ್ಶ್ಯಾ ಕಾಮಾತ್ನಾ ತ್ಯಾ ಲೊಕಾಕ್ನಿ ಸುಟ್ಕಾ ಕರುನ್ ಹೊಲೆ, ಅಸೆ ರಾತಾನಾ ಪಾಟಿ ಪರ್ತುನ್ ಗೆಲ್ಯಾರ್ ಅನಿ ತ್ಯಾ ಸಂಗತಿಯಾನಿ ತೆಂಕಾ ಹತೊಟಿತ್ ಥವ್ನ್ ಘೆಟಲ್ಲೆ ಹೊಯ್ ಹೊಲ್ಯಾರ್ ತೆನಿ ಅದ್ಲ್ಯಾಕಿಂತಾಬಿ ಲೈ ಹಾಳ್ ಹೊವ್ನ್ ಜಾತಾ.