2 Peter 2:21 — Compare Translations

7 translations compared side by side

Odia - 1840
"ଯଦି ସମାନେେ ମୂଳରୁ ଠିକ ରାସ୍ତା ଜାଣି ନ ଥାନ୍ତେ, ସମାନଙ୍କେ ପକ୍ଷେ ଭଲ ହାଇେଥାନ୍ତା। ଉତ୍ତମ ମାର୍ଗ ଜାଣି, ପବିତ୍ର ଶାସ୍ତ୍ରର ଶିକ୍ଷାରୁ ବିମୁଖ ହବୋ ଅପେକ୍ଷା ତାହା ନ ଜାଣିଥିଲେ, ଅଧିକ ଭଲ ହାଇେଥାନ୍ତା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଧାର୍ମିକତାର ମାର୍ଗ ଜାଣି ଆପଣାମାନଙ୍କ ନିକଟରେ ସମର୍ପିତ ପବିତ୍ର ଆଜ୍ଞାରୁ ବିମୁଖ ହେବା ଅପେକ୍ଷା ବରଂ ସେହି ମାର୍ଗ ନ ଜାଣିବା ସେମାନଙ୍କ ପକ୍ଷରେ ଭଲ ହୋଇଥାଆନ୍ତା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଧର୍ମପଥ ଜ୍ଞାତ ହୋଇ ସେଥିରେ ପ୍ରଦତ୍ତ ପବିତ୍ର ପବିତ୍ର ଶିକ୍ଷାରୁ ବିମୁଖ ହେବା ଅପେକ୍ଷା, ବରଂ ତା’କେବେ ନ ଜାଣିବା ଅଧିକ ଭଲ ହୋଇଥାଆନ୍ତା।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ସେମାନେ ମୂଳରୁ ଠିକ୍ ରାସ୍ତା ଜାଣି ନ ଥା’ନ୍ତେ, ସେମାନଙ୍କ ପକ୍ଷେ ଭଲ ହୋଇଥା’ନ୍ତା। ଉତ୍ତମ ମାର୍ଗ ଜାଣି, ପବିତ୍ର ଶାସ୍ତ୍ରର ଶିକ୍ଷାରୁ ବିମୁଖ ହେବା ଅପେକ୍ଷା ତାହା ନ ଜାଣିଥିଲେ, ଅଧିକ ଭଲ ହୋଇଥା’ନ୍ତା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଧାର୍ମିକତାର ମାର୍ଗ ଜାଣି ଆପଣାମାନଙ୍କ ନିକଟରେ ସମର୍ପିତ ପବିତ୍ର ଆଜ୍ଞାରୁ ବିମୁଖ ହେବା ଅପେକ୍ଷା ବରଂ ସେହି ମାର୍ଗ ନ ଜାଣିବା ସେମାନଙ୍କ ପକ୍ଷରେ ଭଲ ହୋଇଥାଆନ୍ତା।
Odia IRV 2017 (ଓଡିଆ ବାଇବେଲ)
କାରଣ ଧାର୍ମିକତାର ମାର୍ଗ ଜାଣି ଆପଣାମାନଙ୍କ ନିକଟରେ ସମର୍ପିତ ପବିତ୍ର ଆଜ୍ଞାରୁ ବିମୁଖ ହେବା ଅପେକ୍ଷା ବରଂ ସେହି ମାର୍ଗ ନ ଜାଣିବା ସେମାନଙ୍କ ପକ୍ଷରେ ଭଲ ହୋଇଥାଆନ୍ତା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತ್ಯಾ ಲೊಕಾನಿ ನಿತಿವಂತ್ಪಾನಾಚಿ ವಾಟ್ ಕಳ್ವುನ್ ಘೆವ್ನ್ ಅಪ್ನಾಕ್ ದಿವ್ನ್ ಹೊಲ್ಲ್ಯಾ ಪವಿತ್ರ್ ಹುಕುಮಾಕ್ನಿ ಸೊಡುನ್ ಜಾತಲ್ಯಾಕಿಂತಾ ಬರಿ ಹೊತ್ತಿ ವಾಟ್ ಕಳಿ ನಸ್ತಾನಾ ರಾಲ್ಯಾರುಚ್ ಬರೆ ಹೊಯ್ ಹೊತ್ತೆ, ಖರಿ ವಾಟ್ ಕಳ್ವುನ್ ಘೆವ್ನ್ ಬಿ ಪವಿತ್ರ್ ಶಿಕಾಪಾಕ್ನಿ ಧುರ್ ಕರ್ತಲ್ಯಾಕಿಂತಾ ತೆ ಕಳ್ವುನ್ ಗೆಯ್ ನಸ್ತಾನಾ ಹೊತ್ತೆಚ್ ಬರೆ ಹೊತಾ.