2 Peter 2:3 — Compare Translations
7 translations compared side by side
Odia - 1840
"ସହେି ଭଣ୍ଡ ଶିକ୍ଷକମାନେ କବଳେ ତୁମ୍ଭର ଧନ ଚାହାଁନ୍ତି। ସମାନେେ ଖାଲି ମିଛ କଥା କହି ତୁମ୍ଭର ମନ ନବେେ। ଏହି ଭଣ୍ଡ ଶିକ୍ଷକଙ୍କର ନ୍ଯାୟ ବିଚାର ବହୁ ପୂର୍ବରୁ ପ୍ରସ୍ତୁତ ହାଇେ ରହିଛି। ପରମେଶ୍ବର ସମାନଙ୍କେୁ ନଷ୍ଟ କରି ଦବେେ। ସମାନେେ ତାହାଙ୍କଠାରୁ ରକ୍ଷା ପାଇବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଧନଲୋଭରେ ଛଳବାକ୍ୟ ଦ୍ଵାରା ତୁମ୍ଭମାନଙ୍କଠାରୁ ଅର୍ଥଲାଭ କରିବାକୁ ଚେଷ୍ଟା କରିବେ; ସେମାନଙ୍କର ଦଣ୍ତ ଅନେକ କାଳରୁ ଘଟିଆସୁଅଛି ଓ ସେମାନଙ୍କର ବିନାଶ ବିଳମ୍ଵ ହେବ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହି ଶଠ ଶିକ୍ଷକଗଣ ଧନଲୋଭରେ ମନଗଢ଼ା ଗଳ୍ପ କହି ଲାଭ ଉଠାଇବେ। କିନ୍ତୁ ଅନେକ ଦିନରୁ ଏମାନେ ବିଚାରିତ ହୋଇ ଆସିଛନ୍ତି ଓ ଏମାନଙ୍କ ବିନାଶର ଦିନ ଘନେଇ ଆସୁଛି।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଭଣ୍ଡ ଶିକ୍ଷକମାନେ କେବଳ ତୁମ୍ଭର ଧନ ଗ୍ଭହାନ୍ତି। ସେମାନେ ଖାଲି ମିଛ କଥା କହି ତୁମ୍ଭର ମନ ନେବେ। ଏହି ଭଣ୍ଡ ଶିକ୍ଷକଙ୍କର ନ୍ୟାୟ ବିଗ୍ଭର ବହୁ ପୂର୍ବରୁ ପ୍ରସ୍ତୁତ ହୋଇ ରହିଛି। ପରମେଶ୍ୱର ସେମାନଙ୍କୁ ନଷ୍ଟ କରିଦେବେ। ସେମାନେ ତାହାଙ୍କଠାରୁ ରକ୍ଷା ପାଇବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଧନଲୋଭରେ ଛଳବାକ୍ୟ ଦ୍ୱାରା ତୁମ୍ଭମାନଙ୍କଠାରୁ ଅର୍ଥଲାଭ କରିବାକୁ ଚେଷ୍ଟା କରିବେ; ସେମାନଙ୍କର ଦଣ୍ଡ ଅନେକ କାଳରୁ ଘଟି ଆସୁଅଛି ଓ ସେମାନଙ୍କର ବିନାଶ ବିଳମ୍ବ ହେବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ଧନଲୋଭରେ ଛଳବାକ୍ୟ ଦ୍ୱାରା ତୁମ୍ଭମାନଙ୍କଠାରୁ ଅର୍ଥଲାଭ କରିବାକୁ ଚେଷ୍ଟା କରିବେ; ସେମାନଙ୍କର ଦଣ୍ଡ ଅନେକ କାଳରୁ ଘଟି ଆସୁଅଛି ଓ ସେମାନଙ୍କର ବିନାଶ ବିଳମ୍ବ ହେବ ନାହିଁ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಪೈಸಾಚ್ಯಾ ಆಶ್ಯಾನಿ ಅಪ್ನಾಚೊ ಫಾಯ್ದೊ ಕರುನ್ಗೆತಾತ್ ತೆಂಚ್ಯಾ ವರ್ತಿ ಯೆತಲಿ ಶಿಕ್ಷಾ ತೆಂಚ್ಯಾ ವಿರೊದ್ ಅದ್ದಿಚ್ ಸಾಂಗುನ್ ಹೊಲಾ ತಿ ಶಿಕ್ಷಾ ತೆಂಕಾ ಚುಕಿಚ್ ನಾ, ಅನಿ ತೆಂಚೊ ನಾಶ್ ತೆಂಚ್ಯಾಕ್ನಾ ಧುರ್ ರ್ಹಾಯ್ನಾ.