2 Peter 2:4 — Compare Translations
7 translations compared side by side
Odia - 1840
"ଯେତବେେଳେ ସ୍ବର୍ଗଦୂତମାନେ ପାପ କଲେ, ପରମେଶ୍ବର ସମାନଙ୍କେୁ ଦଣ୍ଡ ନ ଦଇେ ଛାଡ଼ିଲେ ନାହିଁ। ପରମେଶ୍ବର ସହେି ଦୂତମାନଙ୍କୁ ନରକକୁ ପଠାଇ ଦେଲେ। ସେ ସମାନଙ୍କେୁ ଅନ୍ଧକାରର ଗୁମ୍ଫାମାନଙ୍କ ରେ ପକାଇ ରଖିଲେ। ବିଚାର ଦିନ ପର୍ୟ୍ଯନ୍ତ ସମାନେେ ସଠାେରେ ପଡ଼ିଥିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଈଶ୍ଵର ପାପରେ ପତିତ ଦୂତମାନଙ୍କୁ ନ ଛାଡ଼ି ନରକରେ ନିକ୍ଷେପ କରି ବିଚାର ନିମନ୍ତେ ଅନ୍ଧକାରମୟ ଗହ୍ଵରରେ ରଖିଅଛନ୍ତି
Odia BSI (ପବିତ୍ର ବାଇବଲ (CL) NT (BSI))
ଈଶ୍ୱର ପାପାଚାରୀ ଦୂତମାନଙ୍କୁ କ୍ଷମା ନ ଦେଇ ନରକରେ ନିକ୍ଷେପ କରିଥିଲେ। ସେଠାରେ ସେମାନେ ମହାବିଚାରଦିନ ପର୍ଯ୍ୟନ୍ତ ଅ୍ଧାକାରରେ ଶୃଙ୍ଖଳବଦ୍ଧ ହୋଇ ରହିଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ସ୍ୱର୍ଗଦୂତମାନେ ପାପ କଲେ, ପରମେଶ୍ୱର ସେମାନଙ୍କୁ ଦଣ୍ଡ ନ ଦେଇ ଛାଡ଼ିଲେ ନାହିଁ। ପରମେଶ୍ୱର ସେହି ଦୂତମାନଙ୍କୁ ନରକକୁ ପଠାଇଦେଲେ। ସେ ସେମାନଙ୍କୁ ଅନ୍ଧକାରର ଗୁମ୍ଫାମାନଙ୍କରେ ପକାଇ ରଖିଲେ। ବିଗ୍ଭର ଦିନ ପର୍ଯ୍ୟନ୍ତ ସେମାନେ ସେଠାରେ ପଡ଼ିଥିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଈଶ୍ବର ପାପରେ ପତିତ ଦୂତମାନଙ୍କୁ ନ ଛାଡ଼ି ନର୍କରେ ନିକ୍ଷେପ କରି ବିଚାର ନିମନ୍ତେ ଅନ୍ଧକାରମୟ ଗହ୍ୱରରେ ରଖିଅଛନ୍ତି
Odia IRV 2017 (ଓଡିଆ ବାଇବେଲ)
କାରଣ ଈଶ୍ୱର ପାପରେ ପତିତ ଦୂତମାନଙ୍କୁ ନ ଛାଡ଼ି ନର୍କରେ ନିକ୍ଷେପ କରି ବିଚାର ନିମନ୍ତେ ଅନ୍ଧକାରମୟ ଗହ୍ୱରରେ ରଖିଅଛନ୍ତି
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವ್ ದುತಾಕ್ನಿ ಪಾಪ್ ಕರಲ್ಯಾ ಸಾಟ್ನಿ ನರ್ಕಾತ್ ಥವ್ಲ್ಯಾನ್ ಅನಿ ತೆಂಚಿ ಝಡ್ತಿ ಹೊಯ್ ಪತರ್ ಸರ್ಪಳಿಯಾನಿ ಭಾಂದುನ್ ತೆಂಕಾ ಕಾಳ್ಕಾತ್ ಥವ್ಲ್ಯಾನ್.