2 Peter 2:6 — Compare Translations

7 translations compared side by side

Odia - 1840
"ପରମେଶ୍ବର ଦଣ୍ଡ ସ୍ବରୂପେ ଦୁଷ୍ଟ ନଗରୀ ସଦୋମ ଓ ଗ ମାରୋକୁ ପୋଡ଼ି ପାଉଁଶ କରି ଦଇେଥିଲେ। ଯେଉଁମାନେ ପରମେଶ୍ବରଙ୍କ ବିରୋଧୀ, ସମାନଙ୍କେ ପ୍ରତି କ'ଣ ଘଟିବ, ଏହି ନଗରଗୁଡ଼ିକ ତାହାର ଉଦାହରଣ ସ୍ବରୂପ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ସଦୋମ ଓ ଗମୋରା ନଗରସବୁକୁ ଭସ୍ମରେ ପରିଣତ କରି ସମ୍ପୂର୍ଣ୍ଣ ରୂପେ ଧ୍ଵଂସ ପାଇବା ନିମନ୍ତେ ଦଣ୍ତାଜ୍ଞା ଦେଲେ ଓ ସେମାନଙ୍କୁ ଭବିଷ୍ୟତକାଳର ଅଧାର୍ମିକମାନଙ୍କ ଦୃଷ୍ଟାନ୍ତ ସ୍ଵରୂପ କଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ଈଶ୍ୱର ସଦୋମ ଓ ଗମୋରା ନଗରଦ୍ୱୟକୁ ଦଣ୍ଡଧାନ କରି ଅଗ୍ନିରେ ଧ୍ୱଂସ କଲେ ଓ ଅଧାର୍ମିକମାନଙ୍କ ପ୍ରତି କଅଣ ଘଟିବ, ଏହି ଦୁଇ ନଗରୀକୁ ତା’ର ଦୃଷ୍ଟାନ୍ତ ସ୍ୱରୂପ ରଖିଲେ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଦଣ୍ଡ ସ୍ୱରୂପେ ଦୁଷ୍ଟ ନଗରୀ ସଦୋମ ଓ ଗମୋରାକୁ ପୋଡ଼ି ପାଉଁଶ କରିଦେଇଥିଲେ। ଯେଉଁମାନେ ପରମେଶ୍ୱରଙ୍କ ବିରୋଧୀ, ସେମାନଙ୍କ ପ୍ରତି କ’ଣ ଘଟିବ, ଏହି ନଗରଗୁଡ଼ିକ ତାହାର ଉଦାହରଣ ସ୍ୱରୂପ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ସଦୋମ ଓ ଗମୋରା ନଗରସବୁକୁ ଭସ୍ମରେ ପରିଣତ କରି ସମ୍ପୂର୍ଣ୍ଣ ରୂପେ ଧ୍ୱଂସ ପାଇବା ନିମନ୍ତେ ଦଣ୍ଡାଜ୍ଞା ଦେଲେ ଓ ସେମାନଙ୍କୁ ଭବିଷ୍ୟତକାଳର ଅଧାର୍ମିକମାନଙ୍କ ଦୃଷ୍ଟାନ୍ତ ସ୍ୱରୂପ କଲେ,
Odia IRV 2017 (ଓଡିଆ ବାଇବେଲ)
ସେ ସଦୋମ ଓ ଗମୋରା ନଗରସବୁକୁ ଭସ୍ମରେ ପରିଣତ କରି ସମ୍ପୂର୍ଣ୍ଣ ରୂପେ ଧ୍ୱଂସ ପାଇବା ନିମନ୍ତେ ଦଣ୍ଡାଜ୍ଞା ଦେଲେ ଓ ସେମାନଙ୍କୁ ଭବିଷ୍ୟତକାଳର ଅଧାର୍ମିକମାନଙ୍କ ଦୃଷ୍ଟାନ୍ତ ସ୍ୱରୂପ କଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸೊದೊಮ್ ಅನಿ ಗೊಮೊರ್ ಹ್ಯಾ ಶಾರಾಕ್ನಿ ತೆನಿ ಶಿಕ್ಷಾ ದಿಲ್ಲ್ಯಾನ್ ಅನಿ ಜಾಳ್ವುನ್ ರಕ್ಕಾ ಕರುನ್ ಟಾಕ್ಲ್ಯಾನ್ ದೆವ್ ಅನಿ ದೆವಸ್ಪಾನ್ ನಸ್ತಾನಾ ಚಲ್ತಲ್ಯಾಕ್ನಿ ಹೆ ಎಕ್ ಉದಾರನ್ ಕರುನ್ ಥವ್ಲ್ಯಾನ್.