2 Peter 2:7 — Compare Translations
7 translations compared side by side
Odia - 1840
"କିନ୍ତୁ ସହେି ନଗର ମଧ୍ଯରୁ ପରମେଶ୍ବର ଲୋଟକୁ ରକ୍ଷା କଲେ। ସେ ଜଣେ ଅତି ଭଲଲୋକ ଥିଲେ। ଲୋକମାନଙ୍କର ଦୁଷ୍ଟାଚରଣ ହତେୁ ସେ ଦୁଃଖ ପାଉଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ଦୁରାଚାରୀମାନଙ୍କ କାମୁକତାପୂର୍ଣ୍ଣ ଆଚରଣରେ ବ୍ୟଥିତ ଧାର୍ମିକ ଲୋଟଙ୍କୁ ଉଦ୍ଧାର କଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ଭ୍ରଷ୍ଟାଚାରୀମାନଙ୍କର ଅଧର୍ମ ଆଚରଣ ଯୋଗୁଁ ବ୍ୟଥିତ ହୋଇଥିବା ଧାର୍ମିକ ଲୋଟଙ୍କୁ ଈଶ୍ୱର ରକ୍ଷା କଲେ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସେହି ନଗର ମଧ୍ୟରୁ ପରମେଶ୍ୱର ଲୋଟକୁ ରକ୍ଷା କଲେ। ସେ ଜଣେ ଅତି ଭଲଲୋକ ଥିଲେ। ଲୋକମାନଙ୍କର ଦୁଷ୍ଟାଚରଣ ହେତୁ ସେ ଦୁଃଖ ପାଉଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ଦୂରାଚାରୀମାନଙ୍କ କାମୁକତାପୂର୍ଣ୍ଣ ଆଚରଣରେ ବ୍ୟଥିତ ଧାର୍ମିକ ଲୋଟଙ୍କୁ ଉଦ୍ଧାର କଲେ,
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ଦୁରାଚାରୀମାନଙ୍କ କାମୁକତାପୂର୍ଣ୍ଣ ଆଚରଣରେ ବ୍ୟଥିତ ଧାର୍ମିକ ଲୋଟଙ୍କୁ ଉଦ୍ଧାର କଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಲೊಟ್ ಮನ್ತಲ್ಯಾ ನಿತಿವಂತ್ ಮಾನ್ಸಾಕ್ ಹುರ್ವುಲ್ಯಾನ್ ಕಶ್ಯಾಕ್ ಮಟ್ಲ್ಯಾರ್, ತೆಕಾ ಹ್ಯಾ ಅನಿ ಬುರ್ಶಾ ಲೊಕಾನಿ ಕರ್ತಲೆ ಬಗುನ್ ಮನಾಕ್ ತೆಕಾ ಲೈ ಬೆಜಾರ್ ಹೊಯ್.