2 Peter 2:8 — Compare Translations
7 translations compared side by side
Odia - 1840
"ଲୋଟ ଜଣେ ଭଲ ଲୋକ ଥିଲେ। କିନ୍ତୁ ପ୍ରତିଦିନ ସହେି ମନ୍ ଦଲୋକଙ୍କ ମଧିଅରେ ବାସ କରୁଥିଲେ। ସମାନଙ୍କେର ମନ୍ଦ ବିଷୟଗୁଡ଼ିକ ଦେଖି ଓ ଶୁଣି ସେ ହୃଦୟ ରେ ଆଘାତ ପାଉଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଣୁ ସେହି ଧାର୍ମିକ ଲୋକ ସେମାନଙ୍କ ମଧ୍ୟରେ ବାସ କରି ସେମାନଙ୍କ ଅନ୍ୟାୟ କାର୍ଯ୍ୟ ଦେଖି ଓ ସେ ବିଷୟ ଶୁଣି ପ୍ରତିଦିନ ଆପଣା ଧର୍ମପରାୟଣ ପ୍ରାଣରେ ଯନ୍ତ୍ରଣା ଭୋଗ କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଲୋଟ ସେମାନଙ୍କ ସହିତ ବାସ କରିବା ବେଳେ ପ୍ରତ୍ୟହ ସେମାନଙ୍କର କୁତ୍ସିତ କାର୍ଯ୍ୟ ଦେଖି ଓ ଶୁଣି ମନରେ ଗଭୀର ବ୍ୟଥା ଅନୁଭବ କରିଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଲୋଟ ଜଣେ ଭଲ ଲୋକ ଥିଲେ। କିନ୍ତୁ ପ୍ରତିଦିନ ସେହି ମନ୍ଦଲୋକଙ୍କ ମଧ୍ୟରେ ବାସ କରୁଥିଲେ। ସେମାନଙ୍କର ମନ୍ଦ ବିଷୟ ଗୁଡ଼ିକ ଦେଖି ଓ ଶୁଣି ସେ ହୃଦୟରେ ଆଘାତ ପାଉଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଣୁ ସେହି ଧାର୍ମିକ ଲୋକ ସେମାନଙ୍କ ମଧ୍ୟରେ ବାସ କରି ସେମାନଙ୍କ ଅନ୍ୟାୟ କାର୍ଯ୍ୟ ଦେଖି ଓ ସେ ବିଷୟ ଶୁଣି ପ୍ରତିଦିନ ଆପଣା ଧର୍ମପରାୟଣ ପ୍ରାଣରେ ଯନ୍ତ୍ରଣା ଭୋଗ କଲେ।
Odia IRV 2017 (ଓଡିଆ ବାଇବେଲ)
ଯେଣୁ ସେହି ଧାର୍ମିକ ଲୋକ ସେମାନଙ୍କ ମଧ୍ୟରେ ବାସ କରି ସେମାନଙ୍କ ଅନ୍ୟାୟ କାର୍ଯ୍ୟ ଦେଖି ଓ ସେ ବିଷୟ ଶୁଣି ପ୍ରତିଦିନ ଆପଣା ଧର୍ମପରାୟଣ ପ୍ରାଣରେ ଯନ୍ତ୍ରଣା ଭୋଗ କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಲೊಟ್ ಮನ್ತಲೊ ನಿತಿವಂತ್ ತೆಂಚ್ಯಾ ಮದ್ದಿ ಸದ್ದಿ ಜಿವನ್ ಕರುಲಾಗಲೊ, ಅನಿ ಸದ್ದಿ ತೆನಿ ಕರ್ತಲಿ ಬುರ್ಶಿ ಕಾಮಾ ಬಗುನ್ ಸದ್ದಿ ತೊ ಆಯ್ಕುನ್ ತೆಚ್ಯಾ ಮನಾತ್ ಬೆಜಾರ್ ಹೊವ್ಲಾಗಲೊ.