2 Peter 3:1 — Compare Translations

7 translations compared side by side

Odia - 1840
"ମାେ ମିତ୍ରଗଣ, ଏହି ଦ୍ବିତୀୟ ପତ୍ର ମୁଁ ତୁମ୍ଭକୁ ଲେଖୁଅଛି। ତୁମ୍ଭକୁ କେତଗେୁଡ଼ିଏ ବିଷୟ ମନେ ପକାଇ ଦବୋ ଲାଗି ମୁଁ ଦୁଇଟି ପତ୍ର ଲେଖିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ପ୍ରିୟମାନେ, ମୁଁ ବର୍ତ୍ତମାନ ତୁମ୍ଭମାନଙ୍କ ନିକଟକୁ ଏହି ଦ୍ଵିତୀୟ ପତ୍ର ଲେଖୁଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରିୟ ବନ୍ଧୁଗଣ, ତୁମ ପାଖକୁ ଲେଖିବା ଏହି ମୋର ଦ୍ୱିତୀୟ ପତ୍ର। ଉଭୟ ପତ୍ରରେ ଏହିସବୁ ବିଷୟ ସ୍ମରଣ କରାଇ ତୁମ୍ଭମାନଙ୍କ ମନରେ ପବିତ୍ର ଚିନ୍ତା ଉଦ୍ରେକ କରିବା ପାଇଁ ଚେଷ୍ଟା କରିଛି।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ପୁନର୍ବାର ଆସିବେ ମୋ’ ମିତ୍ରଗଣ, ଏହି ଦ୍ୱିତୀୟ ପତ୍ର ମୁଁ ତୁମ୍ଭକୁ ଲେଖୁଅଛି। ତୁମ୍ଭକୁ କେତେଗୁଡ଼ିଏ ବିଷୟ ମନେ ପକାଇ ଦେବା ଲାଗି ମୁଁ ଦୁଇଟି ପତ୍ର ଲେଖିଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ପ୍ରିୟମାନେ, ମୁଁ ବର୍ତ୍ତମାନ ତୁମ୍ଭମାନଙ୍କ ନିକଟକୁ ଏହି ଦ୍ୱିତୀୟ ପତ୍ର ଲେଖୁଅଛି।
Odia IRV 2017 (ଓଡିଆ ବାଇବେଲ)
ହେ ପ୍ରିୟମାନେ, ମୁଁ ବର୍ତ୍ତମାନ ତୁମ୍ଭମାନଙ୍କ ନିକଟକୁ ଏହି ଦ୍ୱିତୀୟ ପତ୍ର ଲେଖୁଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾಜ್ಯಾ ಪ್ರಿತಿಚ್ಯಾನು, ಮಿಯಾ ತುಮ್ಕಾ ಲಿವ್ತಲಿ ಹಿ ದೊನ್ವೆಚಿ ಚಿಟ್.