2 Peter 3:10 — Compare Translations

7 translations compared side by side

Odia - 1840
"କିନ୍ତୁ ଚୋର ଆସିବା ଦିନପରି, ପ୍ରଭୁଙ୍କ ଆସିବା ଦିନଟି ପ୍ରେତ୍ୟକକଙ୍କୁ ଆଶ୍ଚର୍ୟ୍ଯ କରିବ। ଭୟଙ୍କର ଗର୍ଜନ ସହିତ ଆକାଶମଣ୍ଡଳ ଅଦୃଶ୍ଯ ହାଇୟିବେ। ଆକାଶମଣ୍ଡଳର ସମସ୍ତ ବସ୍ତୁ ଅଗ୍ନି ରେ ଧ୍ବଂସ ହାଇଯେିବ। ଜଗତ ଏହାର ସମସ୍ତ ବିଷୟ ସହିତ ଜଳି ୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଭୁଙ୍କ ଦିନ ଚୋରର ପରି ଉପସ୍ଥିତ ହେବ । ସେହିଦିନ ଆକାଶମଣ୍ତଳ ମହାଶଦ୍ଦ ସହ ଲୋପ ପାଇବ, ପୁଣି ମୌଳିକ ବସ୍ତୁସବୁ ପ୍ରଚଣ୍ତ ଉତ୍ତାପରେ ତରଳିଯିବ ଏବଂ ପୃଥିବୀ ଓ ତନ୍ମଧ୍ୟସ୍ଥ ମନୁଷ୍ୟକୃତ ବସ୍ତୁସବୁ ଦଗ୍ଧ ହେବ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ପ୍ରଭୁଙ୍କର ଦିନ ଚୋର ପରି ଆସିବ। ସେହି ଦିନ ଏକ ତୀବ୍ର ଧ୍ୱନି ଭିତରେ ଆକାଶମଣ୍ଡଳ ବିଲୁପ୍ତ ହେବ। ଆକାଶର ଗ୍ରହ ନକ୍ଷତ୍ରାଦି ପୋଡ଼ି ଜଳି ଧ୍ୱସ ପାଇବେ। ପୃଥିବୀ ତା'ର ସମସ୍ତ ବସ୍ତୁ ସହ ବିଲୀନ ହେବ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଗ୍ଭେର ଆସିବା ଦିନପରି, ପ୍ରଭୁଙ୍କ ଆସିବା ଦିନଟି ପ୍ରତ୍ୟେକଙ୍କୁ ଆଶ୍ଚର୍ଯ୍ୟ କରିବ। ଭୟଙ୍କର ଗର୍ଜନ ସହିତ ଆକାଶମଣ୍ଡଳ ଅଦୃଶ୍ୟ ହୋଇଯିବ। ଆକାଶମଣ୍ଡଳର ସମସ୍ତ ବସ୍ତୁ ଅଗ୍ନିରେ ଧ୍ୱଂସ ହୋଇଯିବ। ଜଗତ ଏହାର ସମସ୍ତ ବିଷୟ ସହିତ ଜଳିଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରଭୁଙ୍କ ଦିନ ଚୋରର ପରି ଉପସ୍ଥିତ ହେବ। ସେହି ଦିନ ଆକାଶମଣ୍ଡଳ ମହାଶବ୍ଦ ସହ ଲୋପ ପାଇବ, ପୁଣି, ମୌଳିକ ବସ୍ତୁସବୁ ପ୍ରଚଣ୍ଡ ଉତ୍ତାପରେ ତରଳିଯିବ ଏବଂ ପୃଥିବୀ ଓ ତନ୍ମଧ୍ୟସ୍ଥ ମନୁଷ୍ୟକୃତ ବସ୍ତୁସବୁ ଦଗ୍ଧ ହେବ।
Odia IRV 2017 (ଓଡିଆ ବାଇବେଲ)
ପ୍ରଭୁଙ୍କ ଦିନ ଚୋରର ପରି ଉପସ୍ଥିତ ହେବ । ସେହି ଦିନ ଆକାଶମଣ୍ଡଳ ମହାଶବ୍ଦ ସହ ଲୋପ ପାଇବ, ପୁଣି, ମୌଳିକ ବସ୍ତୁସବୁ ପ୍ରଚଣ୍ଡ ଉତ୍ତାପରେ ତରଳିଯିବ ଏବଂ ପୃଥିବୀ ଓ ତନ୍ମଧ୍ୟସ୍ଥ ମନୁଷ୍ୟକୃତ ବସ୍ତୁସବୁ ଦଗ୍ଧ ହେବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಧನಿಯಾಚೊ ದಿಸ್ ಚೊರಾ ಸಾರ್ಕೊ ಯೆತಾ, ತ್ಯಾ ದಿಸಿ ಮಳ್ಬಾ ಮೊಟ್ಯಾ ಅವಾಜ್ಯಾ ವಾಂಗ್ಡಾ ನಾ ಪತ್ತೊ ಹೊವ್ನ್ ಜಾತಾ, ಅನಿ ಮುಳ್ ಆಗಿನ್ ಕಡುನ್ ಜಾತಾತ್ ಅನಿ ಜಿಮ್ನಿ ವರ್ತಿ ಹೊತ್ತಿ ಸಗ್ಳಿ ಸಾಮಾನಾ ಜಳುನ್ ಜಾತಾ.