2 Peter 3:11 — Compare Translations

7 translations compared side by side

Odia - 1840
"ମୁଁ କହିଲା ଭଳି, ଏପରି ଭାବରେ ସବୁ କିଛି ନଷ୍ଟ ହାଇଯେିବ। ଅତଏବ, ତୁମ୍ଭେ କିପରି ଲୋକ ହବୋ ଉଚିତ? ତୁମ୍ଭେ ପବିତ୍ର ଜୀବନଯାପନ କରି ପରମେଶ୍ବରଙ୍କ ସବୋ କରିବା ଉଚିତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିସମସ୍ତ ବିଷୟ ଏହି ପ୍ରକାରେ ଲୁପ୍ତ ହେବାରୁ, ଈଶ୍ଵରଙ୍କ ଯେଉଁ ଦିନରେ ଆକାଶମଣ୍ତଳ ଜ୍ଵଳିଉଠି ଲୁପ୍ତ ହେବ ଓ ମୌଳିକ ବସ୍ତୁସବୁ ପ୍ରଚଣ୍ତ ଉତ୍ତାପରେ ତରଳିଯିବ,
Odia BSI (ପବିତ୍ର ବାଇବଲ (CL) NT (BSI))
ଯଦି ଏହିପରି ସବୁ ବିଷୟ ବିଲୁପ୍ତ ହେବ, ତେବେ ଭାବି ଦେଖ, ତୁମ୍ଭମାନଙ୍କର କି ପ୍ରକାର ଜୀବନ ହେବା ଉଚିତ। ତାହା ପବିତ୍ର ଓ ଈଶ୍ୱରଙ୍କଠାରେ ଉତ୍ସର୍ଗିତ ହେବା ଏକାନ୍ତ ଆବଶ୍ୟକ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ କହିଲା ଭଳି, ଏପରି ଭାବରେ ସବୁକିଛି ନଷ୍ଟ ହୋଇଯିବ। ଅତଏବ, ତୁମ୍ଭେ କିପରି ଲୋକ ହେବା ଉଚିତ୍? ତୁମ୍ଭେ ପବିତ୍ର ଜୀବନଯାପନ କରି ପରମେଶ୍ୱରଙ୍କ ସେବା କରିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ସମସ୍ତ ବିଷୟ ଏହି ପ୍ରକାରେ ଲୁପ୍ତ ହେବାରୁ, ଈଶ୍ବରଙ୍କ ଯେଉଁ ଦିନରେ ଆକାଶମଣ୍ଡଳ ଜ୍ୱଳିଉଠି ଲୁପ୍ତ ହେବ ଓ ମୌଳିକ ବସ୍ତୁସବୁ ପ୍ରଚଣ୍ଡ ଉତ୍ତାପରେ ତରଳିଯିବ,
Odia IRV 2017 (ଓଡିଆ ବାଇବେଲ)
ଏହି ସମସ୍ତ ବିଷୟ ଏହି ପ୍ରକାରେ ଲୁପ୍ତ ହେବାରୁ, ଈଶ୍ୱରଙ୍କ ଯେଉଁ ଦିନରେ ଆକାଶମଣ୍ଡଳ ଜ୍ୱଳିଉଠି ଲୁପ୍ତ ହେବ ଓ ମୌଳିକ ବସ୍ତୁସବୁ ପ୍ରଚଣ୍ଡ ଉତ୍ତାପରେ ତରଳିଯିବ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸಗ್ಳ್ಯೆ ಅಸೆ ನಾಶ್ ಹೊವ್ನ್ ಜಾತಲೆ ಹಾಯ್, ತೆಚ್ಯಾ ಸಾಟ್ನಿ ತೆನಿ ಬರೊ ಪವಿತ್ರ್ ಜಿವನ್ ಕರುಕ್ ಪಾಜೆ?