2 Peter 3:12 — Compare Translations

7 translations compared side by side

Odia - 1840
"ପ୍ରଭୁଙ୍କ ଦିନଟି ଆସିବା ପାଇଁ ତୁମ୍ଭେ ଅପେକ୍ଷା ରେ ରହିବା ଉଚିତ। ସହେି ଦିନ ଆସିଲେ ଅଗ୍ନି ଦ୍ବାରା ଆକାଶ ନଷ୍ଟ ହାଇେ ୟିବ ଓ ଆକାଶ ରେ ଥିବା ସବୁ ମୌଳିକ ବସ୍ତୁଗୁଡ଼ିକ ଉତ୍ତାପରେ ତରଳି ୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ଦିନର ଆଗମନର ଅପେକ୍ଷା କରି, ତାହା ଯେପରି ଶୀଘ୍ର ଆସିବ, ଏଥିପାଇଁ ତୁମ୍ଭମାନଙ୍କର କିପରି ସଦାଚାରୀ ଓ ଧର୍ମପରାୟଣ ହେବା ଉଚିତ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭେମାନେ ପ୍ରଭୁଙ୍କ ଦିନର ଅପେକ୍ଷା କରି ରହିବା ବେଳେ, ତାହା ଯେପରି ଶୀଘ୍ର ଆସିବ, ଏଥିପାଇଁ ନିଜକୁ ପ୍ରସ୍ତୁତ କର। ସେହି ଦିନ ଆକାଶମଣ୍ଡଳ ଜଳି ଧ୍ୱଂସ ପାଇବ। ଆକାଶର ଗ୍ରହ ନକ୍ଷତ୍ରାଦି ପ୍ରଚଣ୍ଡ ତାପରେ ତରଳି ଯିବେ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଭୁଙ୍କ ଦିନଟି ଆସିବା ପାଇଁ ତୁମ୍ଭେ ଅପେକ୍ଷାରେ ରହିବା ଉଚିତ୍। ସେହି ଦିନ ଆସିଲେ ଅଗ୍ନି ଦ୍ୱାରା ଆକାଶ ନଷ୍ଟ ହୋଇ ଯିବ ଓ ଆକାଶରେ ଥିବା ସବୁ ମୌଳିକ ବସ୍ତୁଗୁଡ଼ିକ ଉତ୍ତାପରେ ତରଳି ଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ଈଶ୍ବରଙ୍କ ନ୍ୟାୟବିଚାର ଦିନର ଅପେକ୍ଷା କରି, ତାହା ଯେପରି ଶୀଘ୍ର ଆସିବ, ଏଥିପାଇଁ ତୁମ୍ଭେମାନେ ସଦାଚାରୀ ଓ ଧର୍ମପରାୟଣ ହେବା ଉଚିତ।
Odia IRV 2017 (ଓଡିଆ ବାଇବେଲ)
ସେହି ଦିନର ଆଗମନର ଅପେକ୍ଷା କରି, ତାହା ଯେପରି ଶୀଘ୍ର ଆସିବ, ଏଥିପାଇଁ ତୁମ୍ଭେମାନେ ସଦାଚାରୀ ଓ ଧର୍ମପରାୟଣ ହେବା ଉଚିତ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಧನಿಯಾಚ್ಯಾ ದಿಸಾಕ್ ರಾಕುನ್ಗೆತ್ ಬಗುನ್ಗೆತ್ ರ್‍ಹಾವ್ಚೆ, ತೊ ದಿಸ್ ಯೆಲ್ಲ್ಯಾ ತನ್ನಾ ಮಳಬ್ ಆಗಿನ್ ನಾಶ್ ಹೊತಾ, ಅನಿ ಮಳ್ಬಾತ್ ಹೊತ್ತೆ ಹರ್ ಎಕ್ ರಕ್ಕಾ ಹೊವ್ನ್ ಜಾತಾ.