2 Peter 3:13 — Compare Translations
7 translations compared side by side
Odia - 1840
"କିନ୍ତୁ ପରମେଶ୍ବର ଆମ୍ଭକୁ ଗୋଟିଏ ପ୍ରତିଶ୍ରୁତି ଦଇେଛନ୍ତି। ଆମ୍ଭମାନେେ ତାହାଙ୍କ ପ୍ରତିଜ୍ଞାନୁସା ରେ ଏକ ନୂତନ ଆକାଶମଣ୍ଡଳ ଓ ନୂତନ ଜଗତର ଅପେକ୍ଷା ରେ ଅଛୁ। ତାହା ଧାର୍ମିକତାର ବାସସ୍ଥଳୀ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେମାନେ ତାହାଙ୍କ ପ୍ରତିଜ୍ଞାନୁସାରେ ଗୋଟିଏ ନୂତନ ଆକାଶମଣ୍ତଳ ଓ ନୂତନ ପୃଥିବୀର ଅପେକ୍ଷାରେ ଅଛୁ, ଯାହା ଧାର୍ମିକତାର ଆବାସସ୍ଥଳ ହେବ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଆମେ ଈଶ୍ୱର ପ୍ରତିଜ୍ଞା କରିଥିବା ଏକ ନୂତ ଆଶାଶମଣ୍ଡଳ ଓ ନୂତନ ପୃଥିବୀର ପ୍ରତୀକ୍ଷାରେ ରହିଛୁ। ସେଥିରେ ଧାର୍ମିକତା ପ୍ରତିଷ୍ଠିତ ହେବ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ପରମେଶ୍ୱର ଆମ୍ଭକୁ ଗୋଟିଏ ପ୍ରତିଶ୍ରୁତି ଦେଇଛନ୍ତି। ଆମ୍ଭେମାନେ ତାହାଙ୍କ ପ୍ରତିଜ୍ଞାନୁସାରେ ଏକ ନୂତନ ଆକାଶମଣ୍ଡଳ ଓ ନୂତନ ଜଗତର ଅପେକ୍ଷାରେ ଅଛୁ। ତାହା ଧାର୍ମିକତାର ବାସସ୍ଥଳୀ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେମାନେ ତାହାଙ୍କ ପ୍ରତିଜ୍ଞାନୁସାରେ ଗୋଟିଏ ନୂତନ ଆକାଶମଣ୍ଡଳ ଓ ନୂତନ ପୃଥିବୀର ଅପେକ୍ଷାରେ ଅଛୁ, ଯାହା ଧାର୍ମିକତାର ଆବାସସ୍ଥଳ ହେବ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେମାନେ ତାହାଙ୍କ ପ୍ରତିଜ୍ଞାନୁସାରେ ଗୋଟିଏ ନୂତନ ଆକାଶମଣ୍ଡଳ ଓ ନୂତନ ପୃଥିବୀର ଅପେକ୍ଷାରେ ଅଛୁ, ଯାହା ଧାର୍ମିକତାର ଆବାସସ୍ଥଳ ହେବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಮಿ ತರ್ ದೆವಾನ್ ತಯಾರ್ ಕರಲ್ಲ್ಯಾ ಗೊಸ್ಟಿಯಾಂಚೆ ಸಾರ್ಕೆ ನ್ಹವ್ಯಾ ಮಳ್ಬಾಕ್ ಅನಿ ನ್ಹವ್ಯಾ ಜಿಮ್ನಿಚಿ ವಾಟ್ ರಾಕುನ್ಗೆತ್ ಹಾತ್, ಥೈಯ್ ಖರೆಪಾನುಚ್ ರ್ಹಾತಾ.