2 Peter 3:14 — Compare Translations

7 translations compared side by side

Odia - 1840
"ପ୍ରିୟ ମିତ୍ରଗଣ, ଏହି ଘଟଣା ଘଟିବା ପାଇଁ ଆମ୍ଭେ ଅପେକ୍ଷା ରେ ଅଛୁ। ଅତଏବ ପାପ ଓ ଦୋଷ ନ କରିବା ପାଇଁ କଠାେର ପରିଶ୍ରମ କର। ପରମେଶ୍ବରଙ୍କ ସହିତ ଶାନ୍ତି ରେ ରହିବାକୁ ଚେଷ୍ଟା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ହେ ପ୍ରିୟମାନେ, ତୁମ୍ଭେମାନେ ଏହିସମସ୍ତ ବିଷୟ ଅପେକ୍ଷା କରୁଥିବାରୁ ତାହାଙ୍କ ଛାମୁରେ ଯେପରି ନିଷ୍କଳଙ୍କ ଓ ଅନିନ୍ଦନୀୟ ହୋଇ ଶାନ୍ତିରେ ଥିବାର ଦେଖାଯିବ, ଏଥିପାଇଁ ଯନି କର;
Odia BSI (ପବିତ୍ର ବାଇବଲ (CL) NT (BSI))
ଅତଏବ, ବନ୍ଧୁଗଣ, ସେହି ଦିନର ଅପେକ୍ଷା କରିବା ସମୟରେ ତୁମ୍ଭେମାନେ ଈଶ୍ୱରଙ୍କ ଦୃଷ୍ଟିରେ ପବିତ୍ର ଓ ନର୍ଦ୍ଦୋଷ ହୋଇ ଶାନ୍ତିରେ ରହିବା ପାଇଁ ଆନ୍ତରକ ଚେଷ୍ଟା କର।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରିୟ ମିତ୍ରଗଣ, ଏହି ଘଟଣା ଘଟିବା ପାଇଁ ଆମ୍ଭେ ଅପେକ୍ଷାରେ ଅଛୁ। ଅତଏବ ପାପ ଓ ଦୋଷ ନ କରିବା ପାଇଁ କଠୋର ପରିଶ୍ରମ କର। ପରମେଶ୍ୱରଙ୍କ ସହିତ ଶାନ୍ତିରେ ରହିବାକୁ ଚେଷ୍ଟା କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ, ହେ ପ୍ରିୟମାନେ, ତୁମ୍ଭେମାନେ ଏହି ସମସ୍ତ ବିଷୟ ଅପେକ୍ଷା କରୁଥିବାରୁ ତାହାଙ୍କ ଛାମୁରେ ଯେପରି ନିଷ୍କଳଙ୍କ ଓ ଅନିନ୍ଦନୀୟ ହୋଇ ଶାନ୍ତିରେ ଥିବାର ଦେଖାଯିବ, ଏଥିପାଇଁ ଯତ୍ନ କର;
Odia IRV 2017 (ଓଡିଆ ବାଇବେଲ)
ଅତଏବ, ହେ ପ୍ରିୟମାନେ, ତୁମ୍ଭେମାନେ ଏହି ସମସ୍ତ ବିଷୟ ଅପେକ୍ଷା କରୁଥିବାରୁ ତାହାଙ୍କ ଛାମୁରେ ଯେପରି ନିଷ୍କଳଙ୍କ ଓ ଅନିନ୍ଦନୀୟ ହୋଇ ଶାନ୍ତିରେ ଥିବାର ଦେଖାଯିବ, ଏଥିପାଇଁ ଯତ୍ନ କର;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಮಜ್ಯಾ ಪ್ರಿತಿಚ್ಯಾನು ಹ್ಯಾ ಘಡಿತ್ತಾಚಿ ತುಮಿ ವಾಟ್ ಬಗುನ್ಗೆತ್ ಹಾಸಿ, ಅಸೆ ರಾತಾನಾ ಸಮಾದಾನಾನ್ ಬರ್‍ಯಾ ಭುತ್ತುರ್‍ಲ್ಯಾ ಮನಾಚಿ ಲೊಕಾ ಹೊವ್ನ್ ದೆವಾಕ್ ಭೆಟುಕ್ ಪವಿತ್ರ್ ಅನಿ ಚುಕ್ ನಸಲ್ಲೆ ಜಿವನ್ ಕರುಕ್ ಕಟ್ಪಟ್ ಕರಾ.