2 Peter 3:15 — Compare Translations
7 translations compared side by side
Odia - 1840
"ପ୍ରଭୁ ର୍ଧୈୟ୍ଯବାନ ବୋଲି ଆମ୍ଭେ ରକ୍ଷା ପାଇଛୁ, ଏହା ମନରେଖ। ପରମେଶ୍ବରଙ୍କ ପ୍ରଦତ୍ତ ଜ୍ଞାନ ବଳ ରେ ଆମ୍ଭର ପ୍ରିୟ ଭାଇ ପାଉଲ ତୁମ୍ଭକୁ ଲେଖିଲା ବେଳେ ସେ ସହେି କଥା କହିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭମାନଙ୍କ ପ୍ରଭୁଙ୍କର ଦୀର୍ଘସହିଷ୍ଣୁତା ତ୍ରାଣଜନକ ବୋଲି ଜ୍ଞାନ କର । ଆମ୍ଭମାନଙ୍କ ପ୍ରିୟ ଭ୍ରାତା ପାଉଲ ମଧ୍ୟ ଆପଣାର ଦତ୍ତ ଜ୍ଞାନାନୁସାରେ ତୁମ୍ଭମାନଙ୍କ ନିକଟକୁ ସେପରି ଲେଖିଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଭାବି ଦେଖ, ପ୍ରଭୁ କେଡ଼େ ସହିଷ୍ଠୁ। ତୁମ୍ଭମାନଙଙ୍କ ପରିତ୍ରାଣ ପାଇଁ ସେ କେତେ ସୁଯୋଗ ଦେଉଛନ୍ତ। ଆମ ପ୍ରିୟ ଭ୍ରାତା ପାଉଲ ଈଶ୍ୱରଙ୍କଠାରୁ ପ୍ରାପ୍ତ ଜ୍ଞାନ ଦ୍ୱାରା ତୁମ୍ଭମାନଙ୍କ ନିକଟକୁ ଏହି ମର୍ମରେ ପତ୍ର ଲେଖିଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଭୁ ଧୈର୍ଯ୍ୟବାନ ବୋଲି ଆମ୍ଭେ ରକ୍ଷା ପାଇଛୁ, ଏହା ମନେରଖ। ପରମେଶ୍ୱରଙ୍କ ପ୍ରଦତ୍ତ ଜ୍ଞାନ ବଳରେ ଆମ୍ଭର ପ୍ରିୟ ଭାଇ ପାଉଲ ତୁମ୍ଭକୁ ଲେଖିଲା ବେଳେ ସେ ସେହି କଥା କହିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭମାନଙ୍କ ପ୍ରଭୁଙ୍କର ଦୀର୍ଘସହିଷ୍ଣୁତା ତ୍ରାଣଜନକ ବୋଲି ଜ୍ଞାନ କର। ଆମ୍ଭମାନଙ୍କ ପ୍ରିୟ ଭ୍ରାତା ପାଉଲ ମଧ୍ୟ ଆପଣାକୁ ଦିଆଯାଇଥିବା ଜ୍ଞାନାନୁସାରେ ତୁମ୍ଭମାନଙ୍କ ନିକଟକୁ ସେପରି ଲେଖିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭମାନଙ୍କ ପ୍ରଭୁଙ୍କର ଦୀର୍ଘସହିଷ୍ଣୁତା ତ୍ରାଣଜନକ ବୋଲି ଜ୍ଞାନ କର। ଆମ୍ଭମାନଙ୍କ ପ୍ରିୟ ଭ୍ରାତା ପାଉଲ ମଧ୍ୟ ଆପଣାକୁ ଦିଆଯାଇଥିବା ଜ୍ଞାନାନୁସାରେ ତୁମ୍ଭମାନଙ୍କ ନିକଟକୁ ସେପରି ଲେଖିଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಧನಿಯಾನ್ ಎವ್ಡೆ ಲೈ ಎಳ್ ಅಮ್ಕಾ ಸೊಸುನ್ ಘೆಟಲ್ಲೆ ಅಮ್ಚ್ಯಾ ಸುಟ್ಕೆಸಾಟ್ನಿ ಎಕ್ ಅವ್ಕಾಸ್ ಮನುನ್ ಘೆವಾ, ಅಮ್ಚ್ಯಾ ಪ್ರಿತಿಚ್ಯಾ ಭಾವ್ ಪಾವ್ಲುನ್ಬಿ ಅಪ್ನಾಕ್ ಗಾವಲ್ಲ್ಯಾ ಶಾನ್ಪಾನಾಚ್ಯಾ ಪರ್ಕಾರ್ ಹೆಚ್ಯಾ ವಿಶಯಾತ್ ಚಿಟ್ ಲಿವ್ನ್ ಸಾಂಗಟಲ್ಲೆ ಹಾಯ್.