2 Peter 3:17 — Compare Translations
7 translations compared side by side
Odia - 1840
"ପ୍ରିୟ ମିତ୍ରଗଣ, ତୁମ୍ଭେ ଏହି ବିଷୟ ରେ ଆଗରୁ ଜାଣ। ଅତଏବ ସାବଧାନ ରୁହ। ସହେି ମନ୍ଦ ଲୋକମାନେ କରୁଥିବା ମନ୍ଦକାର୍ୟ୍ଯ ଦ୍ବାରା ତୁମ୍ଭେ ନିଜକୁ ପ୍ରଭାବିତ ହବୋକୁ ଦିଅ ନାହିଁ। ନିଜ ଦୃଢ଼ ବିଶ୍ବାସରୁ ବିଚଳିତ ନ ହବୋ ପାଇଁ ସାବଧାନ ରୁହ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ହେ ପ୍ରିୟମାନେ, ତୁମ୍ଭେମାନେ ପୂର୍ବରୁଏହିସବୁ ଜାଣି ସତର୍କ ହୋଇଥାଅ, କାଳେ ଦୁରାଚାରୀମାନଙ୍କ ଭ୍ରାନ୍ତିରେ ପଡ଼ିତୁମ୍ଭେମାନେ ମଧ୍ୟ ଆପଣାମାନଙ୍କ ଦୃଢ଼ତାରୁ ସ୍ଖଳିତ ହୁଅତ,
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ବନ୍ଧୁଗଣ, ତୁମ୍ଭେମାନେ ଏହିସବୁ ପୂର୍ବରୁ ଗାଣିଛ। ତେଣୁ ସାବଧାନ, ଯେପରି ଉତ୍ସୃଙ୍ଖଳ ବ୍ୟକ୍ତିମାନଙ୍କର ଭ୍ରାନ୍ତ ଶିକ୍ଷାରେ ଚାଳିତ ହୋଇ ତୁମ ଦୃଢ଼ ବିଶ୍ୱାସରୁ ବିଚ୍ୟୁତ ନ ହୁଅ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରିୟ ମିତ୍ରଗଣ, ତୁମ୍ଭେ ଏହି ବିଷୟରେ ଆଗରୁ ଜାଣ। ଅତଏବ ସାବଧାନ ରୁହ। ସେହି ମନ୍ଦ ଲୋକମାନେ କରୁଥିବା ମନ୍ଦକାର୍ଯ୍ୟ ଦ୍ୱାରା ତୁମ୍ଭେ ନିଜକୁ ପ୍ରଭାବିତ ହେବାକୁ ଦିଅ ନାହିଁ। ନିଜ ଦୃଢ଼ ବିଶ୍ୱାସରୁ ବିଚଳିତ ନ ହେବା ପାଇଁ ସାବଧାନ ରୁହ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ, ହେ ପ୍ରିୟମାନେ, ତୁମ୍ଭେମାନେ ପୂର୍ବରୁ ଏହିସବୁ ଜାଣି ସତର୍କ ହୋଇଥାଅ, କାଳେ ଦୂରାଚାରୀମାନଙ୍କ ଭ୍ରାନ୍ତିରେ ପଡ଼ି ତୁମ୍ଭେମାନେ ମଧ୍ୟ ଆପଣାମାନଙ୍କ ଦୃଢ଼ତାରୁ ସ୍ଖଳିତ ହୁଅ,
Odia IRV 2017 (ଓଡିଆ ବାଇବେଲ)
ଅତଏବ, ହେ ପ୍ରିୟମାନେ, ତୁମ୍ଭେମାନେ ପୂର୍ବରୁ ଏହିସବୁ ଜାଣି ସତର୍କ ହୋଇଥାଅ, କାଳେ ଦୁରାଚାରୀମାନଙ୍କ ଭ୍ରାନ୍ତିରେ ପଡ଼ି ତୁମ୍ଭେମାନେ ମଧ୍ୟ ଆପଣାମାନଙ୍କ ଦୃଢ଼ତାରୁ ସ୍ଖଳିତ ହୁଅ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆಚ್ಯಾಸಾಟ್ನಿ ಮಾಜ್ಯಾ ಪ್ರಿತಿಚ್ಯಾನು ಹೆ ಸಗ್ಳ್ಯೆ ತುಮ್ಕಾ ಅದ್ದಿ ಗೊತ್ತ್ ಹಾಯ್, ತಸೆ ಮನುನ್ ತುಚ್ಯಾ ಘಟ್ ವಿಶ್ವಾಸಾತ್ನಾ ತುಮಿ ಪಡಿನಸ್ತಾನಾ ರ್ಹಾವ್ಕ್ ಸಾಟ್ನಿ ಖಾಯ್ದ್ಯಾಚ್ಯಾ ವಿರೊದ್ ಚಲ್ತಲ್ಯಾ ತ್ಯಾ ಲೊಕಾನಿ ವ್ಹಾಕ್ಡ್ಯಾ ವಾಟೆಕ್ ತುಮ್ಕಾ ನ್ಹಯ್ ನಸಿ ಸಾರ್ಕೆ ಹುರ್ಶಾಕಿನ್ ರಾವಾ.