2 Peter 3:18 — Compare Translations

7 translations compared side by side

Odia - 1840
"କିନ୍ତୁ ଆମ୍ଭ ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁଖ୍ରୀଷ୍ଟଙ୍କ ଜ୍ଞାନ ଓ ଅନୁଗ୍ରହ ରେ ବୃଦ୍ଧି ପାଅ। ତାହାଙ୍କର ମହିମା ବର୍ତ୍ତମାନ ଓ ସଦାସର୍ବଦା ରହିଥାଉ। ଆମେନ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବରଞ୍ଚ ଆମ୍ଭମାନଙ୍କ ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ଓ ଜ୍ଞାନରେ ବୃଦ୍ଧି ପାଅ । ବର୍ତ୍ତମାନ ଓ ଅନ; କାଳ ପର୍ଯ୍ୟନ୍ତ ଗୌରବ ତାହାଙ୍କର ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଆମ ପ୍ରଭୁ ଓ ତ୍ରାଣକର୍ତ୍ତାଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ଓ ଜ୍ଞାନରେ ତୁମ୍ଭେମାନେ ବୃଦ୍ଧି ପାଅ। ବର୍ତ୍ତମାନ ଓ ଚିରକାଳ ତାଙ୍କର ଗୌରବ ହେଉ, ଆମେନ୍।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଆମ୍ଭ ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କ ଜ୍ଞାନ ଓ ଅନୁଗ୍ରହରେ ବୃଦ୍ଧି ପାଅ। ତାହାଙ୍କର ମହିମା ବର୍ତ୍ତମାନ ଓ ସଦାସର୍ବଦା ରହିଥାଉ। ଆମେନ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବରଂ ଆମ୍ଭମାନଙ୍କ ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ଓ ଜ୍ଞାନରେ ବୃଦ୍ଧି ପାଅ। ବର୍ତ୍ତମାନ ଓ ଅନନ୍ତକାଳ ପର୍ଯ୍ୟନ୍ତ ଗୌରବ ତାହାଙ୍କର, ଆମେନ୍‍।
Odia IRV 2017 (ଓଡିଆ ବାଇବେଲ)
ବରଂ ଆମ୍ଭମାନଙ୍କ ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁଖ୍ରୀଷ୍ଟଙ୍କ ଅନୁଗ୍ରହ ଓ ଜ୍ଞାନରେ ବୃଦ୍ଧି ପାଅ । ବର୍ତ୍ତମାନ ଓ ଅନନ୍ତକାଳ ପର୍ଯ୍ୟନ୍ତ ଗୌରବ ତାହାଙ୍କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಅಮ್ಚೊ ಧನಿಯಾಚಿ ಅನಿ ಸುಟ್ಕಾ ದಿನಾರ್‍ಯಾ ಜೆಜು ಕ್ರಿಸ್ತಾಚಿ ಕುರ್ಪಾ ಅನಿ ಶಾಂತ್ಪಾನ್ ತುಮ್ಚ್ಯಾ ಮದ್ದಿ ವಾಡುಂದಿ ಅತ್ತಾ ಅನಿ ಕನ್ನಾಬಿ ತೆಕಾ ಮಹಿಮಾ ಹೊಂವ್ದಿ! ಆಮೆನ್.