2 Peter 3:2 — Compare Translations
7 translations compared side by side
Odia - 1840
"ପବିତ୍ର ଭବିଷ୍ଯଦ୍ ବକ୍ତାମାନେ ଅତୀତ ରେ ଯାହା କିଛି କହି ଯାଇଛନ୍ତି ମୁଁ ଚା ହେଁ ଯେ, ସଗେୁଡ଼ିକୁ ତୁମ୍ଭମାନେେ ମନେ ପକାଅ। ଆମ୍ଭର ପ୍ରଭୁ ଓ ତ୍ରାଣକର୍ତ୍ତା ଯେଉଁ ଆଜ୍ଞା ଦଇେଛନ୍ତି, ସଗେୁଡ଼ିକୁ ମଧ୍ଯ ମନେ ପକାଅ। ତୁମ୍ଭମାନଙ୍କ ପ୍ ରରେିତମାନଙ୍କ ମାଧ୍ଯମ ରେ ସେ ଆମ୍ଭକୁ ଏହି ଆଜ୍ଞା ଦଇେଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଯେପରି ପବିତ୍ର ଭାବବାଦୀମାନଙ୍କ ଦ୍ଵାରା ପୂର୍ବକାଳରେ ଉକ୍ତ ବାକ୍ୟସବୁ ପୁଣି ତୁମ୍ଭମାନଙ୍କ ପ୍ରେରିତ-ମାନଙ୍କ ଦ୍ଵାରା କଥିତ ପ୍ରଭୁ ଓ ତ୍ରାଣକର୍ତ୍ତାଙ୍କର ଆଜ୍ଞାଗୁଡ଼ିକ ସ୍ମରଣରେ ରଖ, ଏଥିନିମନ୍ତେ ଉଭୟ ପତ୍ରରେ ମୁଁ ତୁମ୍ଭମାନଙ୍କୁ ସେହିସବୁ ସ୍ମରଣ କରାଇ ତୁମ୍ଭମାନଙ୍କ ସରଳ ମନକୁ ଉତ୍ତେଜିତ କରିବାକୁ ଚେଷ୍ଟା କରୁଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ବହୁ ପୂର୍ବେ ପବିତ୍ର ଭାବବାଦୀମାନେ ଯେଉଁସବୁ ଭାବବାଣୀ ପ୍ରକାଶ କରିଥିଲେ ଏବଂ ତ୍ରାଣକର୍ତ୍ତା ପ୍ରଭୁଙ୍କର ଯେଉଁସବୁ ଆଜ୍ଞା ତୁମ୍ଭମାନଙ୍କୁ ପ୍ରେତରିତ ଶିଷ୍ୟମାନେ ପ୍ରଦାନ କରିଛନ୍ତି, ତାହା ତୁମ୍ଭମାନଙ୍କୁ ସ୍ମରଣ କରାଇ ଦେବାକୁ ମୁଁ ଚାହେଁ।
Odia Bible ERV 2004 (ପବିତ୍ର ବାଇବଲ)
ପବିତ୍ର ଭବିଷ୍ୟଦ୍ବକ୍ତାମାନେ ଅତୀତରେ ଯାହାକିଛି କହି ଯାଇଛନ୍ତି ମୁଁ ଗ୍ଭହେଁ ଯେ, ସେଗୁଡ଼ିକୁ ତୁମ୍ଭେମାନେ ମନେ ପକାଅ। ଆମ୍ଭର ପ୍ରଭୁ ଓ ତ୍ରାଣକର୍ତ୍ତା ଯେଉଁ ଆଜ୍ଞା ଦେଇଛନ୍ତି, ସେଗୁଡ଼ିକୁ ମଧ୍ୟ ମନେ ପକାଅ। ତୁମ୍ଭମାନଙ୍କ ପ୍ରେରିତମାନଙ୍କ ମାଧ୍ୟମରେ ସେ ଆମ୍ଭକୁ ଏହି ଆଜ୍ଞା ଦେଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଯେପରି ପବିତ୍ର ଭାବବାଦୀମାନଙ୍କ ଦ୍ୱାରା ପୂର୍ବକାଳରେ ଉକ୍ତ ବାକ୍ୟସବୁ ପୁଣି, ତୁମ୍ଭମାନଙ୍କ ପ୍ରେରିତମାନଙ୍କ ଦ୍ୱାରା କଥିତ ପ୍ରଭୁ ଓ ତ୍ରାଣକର୍ତ୍ତାଙ୍କର ଆଜ୍ଞାଗୁଡ଼ିକ ସ୍ମରଣରେ ରଖ, ଏଥିନିମନ୍ତେ ଉଭୟ ପତ୍ରରେ ମୁଁ ତୁମ୍ଭମାନଙ୍କୁ ସେହିସବୁ ସ୍ମରଣ କରାଇ ତୁମ୍ଭମାନଙ୍କ ସରଳ ମନକୁ ଉତ୍ତେଜିତ କରିବାକୁ ଚେଷ୍ଟା କରୁଅଛି।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ଯେପରି ପବିତ୍ର ଭାବବାଦୀମାନଙ୍କ ଦ୍ୱାରା ପୂର୍ବକାଳରେ ଉକ୍ତ ବାକ୍ୟସବୁ ପୁଣି, ତୁମ୍ଭମାନଙ୍କ ପ୍ରେରିତମାନଙ୍କ ଦ୍ୱାରା କଥିତ ପ୍ରଭୁ ଓ ତ୍ରାଣକର୍ତ୍ତାଙ୍କର ଆଜ୍ଞାଗୁଡ଼ିକ ସ୍ମରଣରେ ରଖ, ଏଥି ନିମନ୍ତେ ଉଭୟ ପତ୍ରରେ ମୁଁ ତୁମ୍ଭମାନଙ୍କୁ ସେହି ସବୁ ସ୍ମରଣ କରାଇ ତୁମ୍ଭମାନଙ୍କ ସରଳ ମନକୁ ଉତ୍ତେଜିତ କରିବାକୁ ଚେଷ୍ଟା କରୁଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪವಿತ್ರ್ ಪ್ರವಾದ್ಯಾನಿ ಪಾಟಿ ಎಳಾರ್ ಸಾಂಗಲ್ಲೆ ತುಮಿ ಯಾದ್ ಕರುನ್ ಘೆವ್ಚೆ ಮನ್ತಲಿ ಮಾಜಿ ಆಶ್ಯಾ, ಅಮ್ಚೊ ರಾಕ್ವನ್ಕಾರಿ ಧನಿಯಾನ್ ತುಮ್ಚ್ಯಾ ಅಪೊಸ್ತಲಾಂಚ್ಯಾ ವೈನಾ ದಿಲ್ಲಿ ಹುಕುಮಾ ಸಗ್ಳಿ ಯಾದ್ ಕರುನ್ ಘೆವಾ.