2 Peter 3:4 — Compare Translations

7 translations compared side by side

Odia - 1840
"ସମାନେେ କହିବେ, ଯୀଶୁ ପୁନର୍ବାର ଆସିବା ପାଇଁ କହିଥିଲେ। ସେ କାହାନ୍ତି? ଆମ୍ଭର ପିତାମାନେ ମରିଛନ୍ତି। କିନ୍ତୁ ଜଗତ ସୃଷ୍ଟି ହେଲା ବଳେୁ ସହେିପରି ଭାବରେ ଚାଲିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାଙ୍କ ଆଗମନର ପ୍ରତିଜ୍ଞା କାହିଁ? କାରଣ ପିତୃପୁରୁଷମାନଙ୍କର ମହାନିଦ୍ରାପ୍ରାପ୍ତ ହେବା ସମୟଠାରୁ ଏପର୍ଯ୍ୟନ୍ତ ସମସ୍ତ ବିଷୟ ସୃଷ୍ଟିର ଆରମ୍ଭରେ ଯେପରି ଥିଲା, ସେହିପରି ରହିଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ତୁମକୁ ପରିହାସ କରି ପଚାରିବେ, “ସେ ଆସିବେ ବୋଲି ପ୍ରତିଜ୍ଞା କରିଥିଲେ, ନୁହେଁ କି? ସେ ଏବେ କେଉଁଠାରେ? ଆମ ପିତୃପୁରୁଷମାନେ ମୃତ୍ୟଭୋଗ କଲେଣି କିନ୍ତୁ ସୃଷ୍ଟିର ଆରମ୍ଭରୁ ଯାହା ଯେପରି ଥିଲା, ବର୍ତ୍ତମାନ ମଧ୍ୟ ସବୁ ତ ସେହିପରି ଅଛି।”
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ କହିବେ, “ଯୀଶୁ ପୁନର୍ବାର ଆସିବା ପାଇଁ କହିଥିଲେ। ସେ କାହାନ୍ତି? ଆମ୍ଭର ପିତାମାନେ ମରିଛନ୍ତି। କିନ୍ତୁ ଜଗତ ସୃଷ୍ଟି ହେଲା ବେଳୁ ସେହିପରି ଭାବରେ ଗ୍ଭଲିଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାଙ୍କ ଆଗମନର ପ୍ରତିଜ୍ଞା କାହିଁ? କାରଣ ପିତୃ-ପୁରୁଷମାନଙ୍କର ମହାନିଦ୍ରାପ୍ରାପ୍ତ ହେବା ସମୟଠାରୁ ଏପର୍ଯ୍ୟନ୍ତ ସମସ୍ତ ବିଷୟ ସୃଷ୍ଟିର ଆରମ୍ଭରେ ଯେପରି ଥିଲା, ସେହିପରି ରହିଅଛି।
Odia IRV 2017 (ଓଡିଆ ବାଇବେଲ)
ତାହାଙ୍କ ଆଗମନର ପ୍ରତିଜ୍ଞା କାହିଁ? କାରଣ ପିତୃପୁରୁଷମାନଙ୍କର ମହାନିଦ୍ରାପ୍ରାପ୍ତ ହେବା ସମୟଠାରୁ ଏପର୍ଯ୍ୟନ୍ତ ସମସ୍ତ ବିଷୟ ସୃଷ୍ଟିର ଆରମ୍ଭରେ ଯେପରି ଥିଲା, ସେହିପରି ରହିଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ “ತೆನಿ ಅನಿ ಪರ್ತುನ್ ಯೆತಾ ಮನುನ್ ಗೊಸ್ಟ್ ದಿಲ್ಯಾನ್, ತೊ ಅತ್ತಾ ಖೈಯ್ ಹಾಯ್? ಅಮ್ಚಿ ವಾಡ್ ವಡ್ಲಾ ಮರುನ್ ಗೆಲಿ, ಖರೆ ಹ್ಯೊ ಜಗ್ ಅದ್ದಿಸ್ನಾ ಹೊತ್ತ್ಯಾ ಸಾರ್ಕೆಚ್ ಹಾಯ್” ಮನುನ್ ತಿ ಲೊಕಾ ಸಾಂಗ್ತಾತ್.