2 Peter 3:7 — Compare Translations

7 translations compared side by side

Odia - 1840
"ମାତ୍ର ପରମେଶ୍ବରଙ୍କ ସହେି ବାକ୍ଯ ଦ୍ବାରା ଆକାଶମଣ୍ଡଳ ଓ ବର୍ତ୍ତମାନର ଜଗତ ରହିଅଛି। ଆକାଶମଣ୍ଡଳ ଓ ପୃଥିବୀ ଅଗ୍ନି ଦ୍ବାରା ବିନଷ୍ଟ ହବୋ ନିମନ୍ତେ ରକ୍ଷିତ ଅଛି। ପରମେଶ୍ବରଙ୍କ ସମସ୍ତ ବିରୋଧୀ ଲୋକମାନେ ପୁଣି ଆକାଶମଣ୍ଡଳ ଓ ପୃଥିବୀ ନଷ୍ଟ ହବୋ ନିମନ୍ତେ ବିଚାର ଦିନ ପର୍ୟ୍ଯନ୍ତ ସୁରକ୍ଷିତ ଥିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଏହି ବର୍ତ୍ତମାନ ଆକାଶମଣ୍ତଳ ଓ ପୃଥିବୀ ସେହି ବାକ୍ୟ ଦ୍ଵାରା ଅଧାର୍ମିକ ଲୋକମାନଙ୍କର ବିଚାର ଓ ବିନାଶର ଦିନ ପର୍ଯ୍ୟନ୍ତ ସଞ୍ଚିତ ହୋଇ ଅଗ୍ନି ନିମନ୍ତେ ରକ୍ଷିତ ହୋଇଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ବର୍ତ୍ତମାନ ଯେଉଁ ଆଶାଶମଣ୍ଡଳ ଓ ପୃଥବୀ ଅଛି, ତାହା ଈଶ୍ୱରଙ୍କ ଅନୁରୂପ ଆଜ୍ଞା ଦ୍ୱାରା ଅଗ୍ନିରେ ଧ୍ୱଂସ ପାଇବା ନିମନ୍ତେ ରଖାଯାଇଛି। ଯେଉଁ ଦିବସରେ ଅଧାର୍ମିକ ଲୋକମାନେ ବିଚରିତ ହୋଇ ବିନଷ୍ଟ ହେବେ, ସେହି ଦିନ ପର୍ଯ୍ୟନ୍ତ ତାହା ସୁରକ୍ଷିତ ହୋଇ ରହିବ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ପରମେଶ୍ୱରଙ୍କ ସେହି ବାକ୍ୟ ଦ୍ୱାରା ଆକାଶମଣ୍ଡଳ ଓ ବର୍ତ୍ତମାନର ଜଗତ ରହିଅଛି। ଆକାଶମଣ୍ଡଳ ଓ ପୃଥିବୀ ଅଗ୍ନି ଦ୍ୱାରା ବିନଷ୍ଟ ହେବା ନିମନ୍ତେ ରକ୍ଷିତ ଅଛି। ପରମେଶ୍ୱରଙ୍କ ସମସ୍ତ ବିରୋଧୀ ଲୋକମାନେ ପୁଣି ଆକାଶମଣ୍ଡଳ ଓ ପୃଥିବୀ ନଷ୍ଟ ହେବା ନିମନ୍ତେ ବିଗ୍ଭର ଦିନ ପର୍ଯ୍ୟନ୍ତ ସୁରକ୍ଷିତ ଥିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଏହି ବର୍ତ୍ତମାନ ଆକାଶମଣ୍ଡଳ ଓ ପୃଥିବୀ ସେହି ବାକ୍ୟ ଦ୍ୱାରା ଅଧାର୍ମିକ ଲୋକମାନଙ୍କର ବିଚାର ଓ ବିନାଶର ଦିନ ପର୍ଯ୍ୟନ୍ତ ସଞ୍ଚିତ ହୋଇ ଅଗ୍ନି ନିମନ୍ତେ ରକ୍ଷିତ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଏହି ବର୍ତ୍ତମାନ ଆକାଶମଣ୍ଡଳ ଓ ପୃଥିବୀ ସେହି ବାକ୍ୟ ଦ୍ୱାରା ଅଧାର୍ମିକ ଲୋକମାନଙ୍କର ବିଚାର ଓ ବିନାଶର ଦିନ ପର୍ଯ୍ୟନ୍ତ ସଞ୍ଚିତ ହୋଇ ଅଗ୍ନି ନିମନ୍ତେ ରକ୍ଷିତ ହୋଇଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಹ್ಯಾ ಯೆಳಾತ್ಲೊ ಮಳ್ಬಾ ಅನಿ ಜಿಮಿನ್ಬಿ ತೆಚ್ಯಾ ಗೊಸ್ಟಿಚ್ಯಾ ವೈರ್ ಆಧಾರ್ ಹೊವ್ನ್ ಹಾಯ್, ಆಗಿತ್ನಾ ನಾಶ್ ಕರುಕ್ ಮನುನ್ ಥವಲ್ಲೆ ಹಾಯ್, ಅನಿ ಥೈಯ್ ದೆವಾಕ್ ಮಾನಿ ನಸಲ್ಲಿ ಲೊಕಾಚಿ ಝಡ್ತಿ ಕರ್ತಲೊ ಅನಿ ನಾಶ್ ಹೊತಲೊ ದಿಸ್ ಯೆಯ್ ಪತರ್ ಅಸೆಚ್ ರ್‍ಹಾತಾ.