2 Peter 3:8 — Compare Translations

7 translations compared side by side

Odia - 1840
"ପ୍ରିୟ ମିତ୍ରଗଣ, କିନ୍ତୁ ଏହି ବିଶଷେ କଥା ଭୁଲ ନାହିଁ, ପରମେଶ୍ବରଙ୍କ ଲାଗି ଗୋଟିଏ ଦିନ ହଜାର ବର୍ଷ ଭଳି ଓ ହଜାର ବର୍ଷ ଗୋଟିଏ ଦିନ ଭଳି ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ହେ ପ୍ରିୟମାନେ, ପ୍ରଭୁଙ୍କ ନିକଟରେ ଗୋଟିଏ ଦିନ ଯେ ସହସ୍ର ବର୍ଷ ତୁଲ୍ୟ ଓ ସହସ୍ର ବର୍ଷ ଯେ ଗୋଟିଏ ଦିନ ତୁଲ୍ୟ, ଏହି ବିଶେଷ ବିଷୟ ତୁମ୍ଭେମାନେ ଭୁଲିଯାଅ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ, ପ୍ରିୟ ବନ୍ଧୁଗଣ, ଗୋଟିଏ ବିଷୟ ଭୁଲି ଯାଅ ନାହିଁ। ଈଶ୍ୱରଙ୍କ ଦଅଷ୍ଟିରେ ଏକ ଦିନ ଓ ସହସ୍ର ବର୍ଷ ମଧ୍ୟରେ କିଛି ପାର୍ଥକ୍ୟ ନାହିଁ। ତାଙ୍କ ନିକଟରେ ଏ ଦୁଇଟି ସମାନ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରିୟ ମିତ୍ରଗଣ, କିନ୍ତୁ ଏହି ବିଶେଷ କଥା ଭୁଲ୍ ନାହିଁ, ପରମେଶ୍ୱରଙ୍କ ଲାଗି ଗୋଟିଏ ଦିନ ହଜାର ବର୍ଷ ଭଳି ଓ ହଜାର ବର୍ଷ ଗୋଟିଏ ଦିନ ଭଳି ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ହେ ପ୍ରିୟମାନେ, ପ୍ରଭୁଙ୍କ ନିକଟରେ ଗୋଟିଏ ଦିନ ଯେ ସହସ୍ର ବର୍ଷ ତୁଲ୍ୟ ଓ ସହସ୍ର ବର୍ଷ ଯେ ଗୋଟିଏ ଦିନ ତୁଲ୍ୟ, ଏହି ବିଶେଷ ବିଷୟ ତୁମ୍ଭେମାନେ ଭୁଲିଯାଅ ନାହିଁ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ହେ ପ୍ରିୟମାନେ, ପ୍ରଭୁଙ୍କ ନିକଟରେ ଗୋଟିଏ ଦିନ ଯେ ସହସ୍ର ବର୍ଷ ତୁଲ୍ୟ ଓ ସହସ୍ର ବର୍ଷ ଯେ ଗୋଟିଏ ଦିନ ତୁଲ୍ୟ, ଏହି ବିଶେଷ ବିଷୟ ତୁମ୍ଭେମାନେ ଭୁଲିଯାଅ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪ್ರಿತಿಚ್ಯಾನು ಹಿ ಗೊಸ್ಟ್ ತುಮಿ ಇಸ್ರುನಕಾಸಿ, ಧನಿಯಾಕ್ ಎಕ್ ದಿಸ್ ಮಟ್ಲ್ಯಾರ್ ಹಜಾರ್ ವರ್ಸಾ ಸಾರ್ಕೆ ಹಜಾರ್ ವರಿಸ್ ಮಟ್ಲ್ಯಾರ್ ಎಕ್ ದಿಸ್ ಸಾರ್ಕೆ ಹೊತಾ.