2 Peter 3:9 — Compare Translations
7 translations compared side by side
Odia - 1840
"ଯଦିଓ କିଛି ଲୋକେ ଏହାକୁ ଡରେି ବୋଲି ଭାବୁଛନ୍ତି, ତଥାପି ପରମେଶ୍ବର ନିଜ ପ୍ରତିଜ୍ଞା ପୂରଣ କରିବା ରେ ଡ଼ରେି କରିବେ ନାହିଁ। ବରଂ ପରମେଶ୍ବର ତୁମ୍ଭ ପ୍ରତି ର୍ଧୈୟ୍ଯବାନ ହେଉଛନ୍ତି। ପରମେଶ୍ବର କୌଣସି ଲୋକ ନଷ୍ଟ ହେଉ ବୋଲି ଚାହାଁନ୍ତି ନାହିଁ। ପରମେଶ୍ବର ଚାହାଁନ୍ତି ଯେ ପ୍ରେତ୍ୟକକ ଲୋକ ନିଜର ହୃଦୟ ପରିବର୍ତ୍ତନ କରୁ ଓ ପାପ କରିବାକୁ କ୍ଷାନ୍ତ ହେଉ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବିଳମ୍ଵ ବୋଲି ଯେପରି କେତେକ ଭାବନ୍ତି, ପ୍ରଭୁ ଆପଣା ପ୍ରତିଜ୍ଞା ବିଷୟରେ ସେପରି ବିଳମ୍ଵ କରନ୍ତି ନାହିଁ କିନ୍ତୁ ଯେପରି କେହି ବିନଷ୍ଟ ନ ହୁଅନ୍ତି, ବରଂ ସମସ୍ତେ ମନ ପରିବର୍ତ୍ତନ କରନ୍ତି, ଏହା ଇଚ୍ଛା କରି, ସେ ତୁମ୍ଭମାନଙ୍କ ପ୍ରତି ଦୀର୍ଘସହିଷ୍ଣୁ ଅଟନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରଭୁ ତାଙ୍କ ପ୍ରତିଜ୍ଞା ପୂରଣ କରିବପାକୁ ବିଳମ୍ବ କରନ୍ତି ନାର୍ହିଁ, ଯଦିଓ କେତେକ ଏହାକୁ ବିଳମ୍ବ ବୋଲି ମନେ କରନ୍ତି। ବରଂ ପ୍ରଭୁ ତୁମ୍ଭମାନଙ୍କ ପ୍ରତି ଅତୀବ ସହନଶୀଳ। ସେ ଚାହାନ୍ତି ନାହିଁ କେହି ଜଣେ ହେଲେ ବିନଷ୍ଟ ହେଉ। ସମସ୍ତେ ନିଜ ନିଜ ପାପରୁ ଫେରନ୍ତି, ଏହି ତାଙ୍କର ଇଚ୍ଛା।
Odia Bible ERV 2004 (ପବିତ୍ର ବାଇବଲ)
ଯଦିଓ କିଛି ଲୋକେ ଏହାକୁ ଡେରି ବୋଲି ଭାବୁଛନ୍ତି, ତଥାପି ପରମେଶ୍ୱର ନିଜ ପ୍ରତିଜ୍ଞା ପୂରଣ କରିବାରେ ଡେରି କରିବେ ନାହିଁ। ବରଂ ପରମେଶ୍ୱର ତୁମ୍ଭ ପ୍ରତି ଧୈର୍ଯ୍ୟବାନ ହେଉଛନ୍ତି। ପରମେଶ୍ୱର କୌଣସି ଲୋକ ନଷ୍ଟ ହେଉ ବୋଲି ଗ୍ଭହାନ୍ତି ନାହିଁ। ପରମେଶ୍ୱର ଗ୍ଭହାନ୍ତି ଯେ ପ୍ରତ୍ୟେକ ଲୋକ ନିଜର ହୃଦୟ ପରିବର୍ତ୍ତନ କରୁ ଓ ପାପ କରିବାକୁ କ୍ଷାନ୍ତ ହେଉ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବିଳମ୍ବ ବୋଲି ଯେପରି କେତେକ ଭାବନ୍ତି, ପ୍ରଭୁ ଆପଣା ପ୍ରତିଜ୍ଞା ବିଷୟରେ ସେପରି ବିଳମ୍ବ କରନ୍ତି ନାହିଁ; କିନ୍ତୁ ଯେପରି କେହି ବିନଷ୍ଟ ନ ହୁଅନ୍ତି, ବରଂ ସମସ୍ତେ ମନ-ପରିବର୍ତ୍ତନ କରନ୍ତି, ଏହା ଇଚ୍ଛା କରି ସେ ତୁମ୍ଭମାନଙ୍କ ପ୍ରତି ଦୀର୍ଘସହିଷ୍ଣୁ ଅଟନ୍ତି।
Odia IRV 2017 (ଓଡିଆ ବାଇବେଲ)
ବିଳମ୍ବ ବୋଲି ଯେପରି କେତେକ ଭାବନ୍ତି, ପ୍ରଭୁ ଆପଣା ପ୍ରତିଜ୍ଞା ବିଷୟରେ ସେପରି ବିଳମ୍ବ କରନ୍ତି ନାହିଁ; କିନ୍ତୁ ଯେପରି କେହି ବିନଷ୍ଟ ନ ହୁଅନ୍ତି, ବରଂ ସମସ୍ତେ ମନ ପରିବର୍ତ୍ତନ କରନ୍ତି, ଏହା ଇଚ୍ଛା କରି ସେ ତୁମ୍ଭମାନଙ୍କ ପ୍ରତି ଦୀର୍ଘସହିଷ୍ଣୁ ଅଟନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಉಲ್ಲ್ಯಾ ಲೊಕಾನಿ ಒಳ್ಕುನ್ ಘೆಟಲ್ಲ್ಯಾ ಸಾರ್ಕೆ ಅಪ್ನಿ ಗೊಸ್ಟ್ ದಿಲ್ಲ್ಯಾ ಸಾರ್ಕೆ ಹಾಳ್ ಕರುಕ್ ತಡೊ ಕರಿನಾ, ಹೊಲ್ಯಾರ್ಬಿ ದೆವಾನ್ ತುಮ್ಚ್ಯಾ ವಿಶಯಾತ್ ಅಜುನ್ಬಿ ತಾಳುನ್ ಘೆಟಲ್ಲೆ ಎವ್ಡೆಚ್, ದೆವಾಚೊ ಮನ್ ಖಲೊ ಮಾನುಸ್ಬಿ ಹಾಳ್ ಹೊವ್ನ್ ಜಾವ್ಚೆ ನ್ಹಯ್ ಮನುನ್ ಹಾಯ್. ಹರ್ ಎಕ್ಲೊ ತೆಂಚಿ ಮನಾ ಪರ್ತುನ್ ಘೆವ್ನ್ ಪಾಪ್ ಕರ್ತಲೆ ಇಬೆ ಕರುಚೆ ಮನುನ್ ದೆವಾಚೊ ಮನ್.