2 Samuel 1:10 — Compare Translations

5 translations compared side by side

Odia - 1840
"ସେ ଗଭୀର ଭାବରେ ଆହତ ହାଇେଥିଲେ। ମୁ ଜାଣିଲି ସେ ବଞ୍ଚିବେ ନାହିଁ, ତେଣୁ ମୁ ତାଙ୍କୁ ମାରିଦଲେି, ତା'ପରେ ମୁ ତାଙ୍କ ମକ୍ସ୍ଟଣ୍ତରକ୍ସ୍ଟ ମକ୍ସ୍ଟକକ୍ସ୍ଟଟ ଓ ବାହକ୍ସ୍ଟରକ୍ସ୍ଟ ବାଜକ୍ସ୍ଟ କାଢିଲି, ଏବଂ ମୁ ମାରେ ପ୍ରଭକ୍ସ୍ଟଙ୍କ ନିକଟକକ୍ସ୍ଟ ନଇେ ଆସିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ମୁଁ ତାଙ୍କ ନିକଟରେ ଠିଆ ହୋଇ ତାଙ୍କୁ ବଧ କଲି; କାରଣ ସେହି ପତନ ଉତ୍ତାରେ ସେ ଆଉ ବଞ୍ଚିବେ ନାହିଁ ବୋଲି ମୁଁ ଜାଣିଲି; ପୁଣି ମୁଁ ତାଙ୍କ ମସ୍ତକର ମୁକୁଟ ଓ ବାହୁର ବାଜୁ ନେଇ ଏଠାକୁ ମୋʼ ପ୍ରଭୁଙ୍କ କତିକି ଆଣିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଗଭୀର ଭାବରେ ଆହତ ହୋଇଥିଲେ। ମୁଁ ଜାଣିଲି ସେ ବଞ୍ଚିବେ ନାହିଁ, ତେଣୁ ମୁଁ ତାଙ୍କୁ ମାରିଦେଲି, ତା’ପରେ ମୁଁ ତାଙ୍କ ମୁଣ୍ଡରୁ ମୁକୁଟ ଓ ବାହୁରୁ ବାଜୁ କାଢ଼ିଲି, ଏବଂ ମୁଁ ମୋର ପ୍ରଭୁଙ୍କ ନିକଟକୁ ନେଇ ଆସିଲି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ମୁଁ ତାଙ୍କ ଉପରେ ଠିଆ ହୋଇ ତାଙ୍କୁ ବଧ କଲି; କାରଣ ସେ ପତନ ହେଲା ଉତ୍ତାରେ ସେ ଆଉ ବଞ୍ଚିବେ ନାହିଁ ବୋଲି ମୁଁ ଜାଣିଲି; ପୁଣି ମୁଁ ତାଙ୍କ ମସ୍ତକର ମୁକୁଟ ଓ ବାହୁର ବାଜୁ ନେଇ ଏଠାକୁ ମୋʼ ସ୍ୱାମୀଙ୍କ କତିକି ଆଣିଅଛି।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ମୁଁ ତାଙ୍କ ଉପରେ ଠିଆ ହୋଇ ତାଙ୍କୁ ବଧ କଲି; କାରଣ ସେ ପତନ ହେଲା ଉତ୍ତାରେ ସେ ଆଉ ବଞ୍ଚିବେ ନାହିଁ ବୋଲି ମୁଁ ଜାଣିଲି; ପୁଣି ମୁଁ ତାଙ୍କ ମସ୍ତକର ମୁକୁଟ ଓ ବାହୁର ବାଜୁ ନେଇ ଏଠାକୁ ମୋ’ ସ୍ୱାମୀଙ୍କ କତିକି ଆଣିଅଛି।