2 Samuel 1:11 — Compare Translations

5 translations compared side by side

Odia - 1840
"ତା'ପରେ ଦାଉଦ ଦକ୍ସ୍ଟଃଖ ରେ ନିଜର ବସ୍ତ୍ରକକ୍ସ୍ଟ ଚିରି ପକାଇଲେ, ଏବଂ ଦାଉଦଙ୍କ ନିକଟରେ ଥିବା ସମସ୍ତ ଲୋକ ମଧ୍ଯ ଦାଉଦଙ୍କ ପରି କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଦାଉଦ ଆପଣା ବସ୍ତ୍ର ଧରି ଚିରିଲେ ଓ ତାଙ୍କ ସଙ୍ଗୀ ଲୋକମାନେ ମଧ୍ୟ ତଦ୍ରୂପ କଲେ;
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଦାଉଦ ଦୁଃଖରେ ନିଜର ବସ୍ତ୍ରକୁ ଚିରି ପକାଇଲେ, ଏବଂ ଦାଉଦଙ୍କ ନିକଟରେ ଥିବା ସମସ୍ତ ଲୋକ ମଧ୍ୟ ଦାଉଦଙ୍କ ପରି କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଦାଉଦ ଦୁଖଃ ସକାଶୁ ଆପଣା ବସ୍ତ୍ର ଧରି ଚିରିଲେ ଓ ତାଙ୍କ ସଙ୍ଗୀ ଲୋକମାନେ ମଧ୍ୟ ସେହିପରି କଲେ;
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଦାଉଦ ଦୁଖଃ ସକାଶୁ ଆପଣା ବସ୍ତ୍ର ଧରି ଚିରିଲେ ଓ ତାଙ୍କ ସଙ୍ଗୀ ଲୋକମାନେ ମଧ୍ୟ ସେହିପରି କଲେ;