2 Samuel 1:12 — Compare Translations

5 translations compared side by side

Odia - 1840
"ସମାନେେ ଦକ୍ସ୍ଟଃଖ ରେ କାନ୍ଦିଲେ ଏବଂ ସମାନେେ ମଧ୍ଯ ଦିନସାରା କିଛି ଖାଇଲେ ନାହିଁ। ସମାନେେ ଏପରି କଲେ କାରଣ ଯୋନାଥନ ଓ ଶାଉଲ ମୃତକ୍ସ୍ଟ୍ଯବରଣ କଲେ ଏବଂ ସଦାପ୍ରଭୁଙ୍କର ବହକ୍ସ୍ଟତ ଇଶ୍ରାୟେଲୀୟ ଲୋକମାନେ ୟକ୍ସ୍ଟଦ୍ଧ ରେ ହତ ହେଲ। ତେଣୁ ସମାନେେ କାନ୍ଦିଲେ ଓ ଶୋକ ପାଳନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଶାଉଲ ଓ ତାଙ୍କର ପୁତ୍ର ଯୋନାଥନ ଓ ସଦାପ୍ରଭୁଙ୍କ ଲୋକମାନେ ଓ ଇସ୍ରାଏଲ ବଂଶ ଖଡ଼୍‍ଗରେ ପତିତ ହେବାରୁ ସେମାନେ ସେମାନଙ୍କ ନିମନ୍ତେ ବିଳାପ ଓ ରୋଦନ କଲେ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଉପବାସ କଲେ⇧ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଦୁଃଖରେ କାନ୍ଦିଲେ ଏବଂ ସେମାନେ ମଧ୍ୟ ଦିନସାରା କିଛି ଖାଇଲେ ନାହିଁ। ସେମାନେ ଏପରି କଲେ କାରଣ ଯୋନାଥନ ଓ ଶାଉଲ ମୃତ୍ୟୁବରଣ କଲେ ଏବଂ ସଦାପ୍ରଭୁଙ୍କର ବହୁତ ଇସ୍ରାଏଲୀୟ ଲୋକମାନେ ଯୁଦ୍ଧରେ ହତ ହେଲେ। ତେଣୁ ସେମାନେ କାନ୍ଦିଲେ ଓ ଶୋକ ପାଳନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଶାଉଲ ଓ ତାଙ୍କର ପୁତ୍ର ଯୋନାଥନ ଓ ସଦାପ୍ରଭୁଙ୍କ ଲୋକମାନେ ଓ ଇସ୍ରାଏଲ ବଂଶ ଖଡ୍ଗରେ ପତିତ ହେବାରୁ ଦାଉଦ ଓ ତାଙ୍କ ସଙ୍ଗୀମାନେ ସେମାନଙ୍କ ନିମନ୍ତେ ବିଳାପ ଓ ରୋଦନ କଲେ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଉପବାସ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ଶାଉଲ ଓ ତାଙ୍କର ପୁତ୍ର ଯୋନାଥନ ଓ ସଦାପ୍ରଭୁଙ୍କ ଲୋକମାନେ ଓ ଇସ୍ରାଏଲ ବଂଶ ଖଡ୍ଗରେ ପତିତ ହେବାରୁ ଦାଉଦ ଓ ତାଙ୍କ ସଙ୍ଗୀମାନେ ସେମାନଙ୍କ ନିମନ୍ତେ ବିଳାପ ଓ ରୋଦନ କଲେ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଉପବାସ କଲେ।