2 Samuel 1:13 — Compare Translations
5 translations compared side by side
Odia - 1840
"ତା'ପରେ, ଦାଉଦ ସହେି ୟକ୍ସ୍ଟବକ ସହିତ କଥା ହେଲ, ୟିଏ ତାଙ୍କୁ ଶାଉଲଙ୍କର ମୃତକ୍ସ୍ଟ୍ଯ ବିଷଯ ରେ କହିଥିଲା ଏବଂ ପଚାରିଲେ, ତୁମ୍ଭେ କେଉଁଠାରକ୍ସ୍ଟ ଆସିଛ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଦାଉଦ ସେହି ସମ୍ଵାଦଦାୟୀ ଯୁବାକୁ କହିଲେ, ତୁମ୍ଭେ କେଉଁ ସ୍ଥାନର ଲୋକ? ସେ ଉତ୍ତର କଲା, ମୁଁ ଜଣେ ଅମାଲେକୀୟ ବିଦେଶୀ ଲୋକର ପୁତ୍ର ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ଅମାଲେକୀୟ ଯୁବକକୁ ମାରିବାକୁ ଆଦେଶ ଦେଲେ ତା’ପରେ, ଦାଉଦ ସେହି ଯୁବକ ସହିତ କଥା ହେଲେ, ଯିଏ ତାଙ୍କୁ ଶାଉଲଙ୍କର ମୃତ୍ୟୁ ବିଷୟରେ କହିଥିଲା ଏବଂ ପଗ୍ଭରିଲେ, “ତୁମ୍ଭେ କେଉଁଠାରୁ ଆସିଛ?” ସେ ଉତ୍ତର ଦେଲା, “ମୁଁ ଜଣେ ବିଦେଶୀର ପୁତ୍ର। ମୁଁ ଜଣେ ଅମାଲେକୀୟ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଦାଉଦ ସେହି ଯୁବାକୁ କହିଲେ, “ତୁମ୍ଭେ କେଉଁ ସ୍ଥାନର ଲୋକ?” ସେ ଉତ୍ତର କଲା, “ମୁଁ ଜଣେ ବିଦେଶୀ ଅମାଲେକୀୟ ଲୋକର ପୁତ୍ର।”
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ଦାଉଦ ସେହି ଯୁବାକୁ କହିଲେ, “ତୁମ୍ଭେ କେଉଁ ସ୍ଥାନର ଲୋକ?” ସେ ଉତ୍ତର କଲା, “ମୁଁ ଜଣେ ବିଦେଶୀ ଅମାଲେକୀୟ ଲୋକର ପୁତ୍ର।”