2 Samuel 1:14 — Compare Translations
5 translations compared side by side
Odia - 1840
"ତା'ପରେ ଦାଉଦ ତାକକ୍ସ୍ଟ ପଚାରିଲେ, ତୁମ୍ଭେ କିପରି ସାହସ କଲ ଓ ସଦାପ୍ରଭୁଙ୍କ ଦ୍ବାରା ମନୋନୀତ ରାଜାଙ୍କକ୍ସ୍ଟ ହତ୍ଯା କରିବା ପାଇଁ ଭୟ କଲ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଦାଉଦ ତାହାକୁ କହିଲେ, ତୁମ୍ଭେ ଯେ ସଦାପ୍ରଭୁଙ୍କ ଅଭିଷିକ୍ତଙ୍କୁ ନାଶ କରିବା ପାଇଁ ଆପଣା ହସ୍ତ ବଢ଼ାଇବାକୁ ଭୟ ନ କଲ, ଏ କିପରି?
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଦାଉଦ ତାକୁ ପଗ୍ଭରିଲେ, “ତୁମ୍ଭେ କିପରି ସାହସ କଲ ଓ ସଦାପ୍ରଭୁଙ୍କ ଦ୍ୱାରା ମନୋନୀତ ରାଜାଙ୍କୁ ହତ୍ୟା କରିବା ପାଇଁ ଭୟ କଲ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଦାଉଦ ତାହାକୁ କହିଲେ, “ତୁମ୍ଭେ ଯେ ସଦାପ୍ରଭୁଙ୍କ ଅଭିଷିକ୍ତଙ୍କୁ ନାଶ କରିବା ପାଇଁ ଆପଣା ହସ୍ତ ବଢ଼ାଇବାକୁ ଭୟ ନ କଲ, ଏ କିପରି?”
Odia IRV 2017 (ଓଡିଆ ବାଇବେଲ)
ତହୁଁ ଦାଉଦ ତାହାକୁ କହିଲେ, “ତୁମ୍ଭେ ଯେ ସଦାପ୍ରଭୁଙ୍କ ଅଭିଷିକ୍ତଙ୍କୁ ନାଶ କରିବା ପାଇଁ ଆପଣା ହସ୍ତ ବଢ଼ାଇବାକୁ ଭୟ ନ କଲ, ଏ କିପରି?”