2 Samuel 1:15 — Compare Translations

5 translations compared side by side

Odia - 1840
"ଦାଉଦ ଅମାଲକେୀଯଙ୍କକ୍ସ୍ଟ କହିଲେ, ତୁମ୍ଭେ ତୁମ୍ଭର ମୃତକ୍ସ୍ଟ୍ଯ ପାଇଁ ଦାଯୀ, ତୁମ୍ଭେ ନିଜେ କହକ୍ସ୍ଟଛ ଯେ ସଦାପ୍ରଭୁଙ୍କ ଦ୍ବାରା ମନୋନୀତ ରାଜାଙ୍କକ୍ସ୍ଟ ତୁମ୍ଭେ ହତ୍ଯା କରିଛ ବୋଲି। ତେଣୁ ତୁମ୍ଭେ ଦୋଷୀ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଦାଉଦ ଯୁବାମାନଙ୍କ ମଧ୍ୟରୁ ଜଣକୁ ଡାକି କହିଲେ, କତିକି ଯାଇ ତାକୁ ଆକ୍ରମଣ କର । ତହିଁରେ ସେ ତାକୁ ଆଘାତ କରନ୍ତେ, ସେ ମଲା।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ଅମାଲେକୀୟଙ୍କୁ କହିଲେ, “ତୁମ୍ଭେ ତୁମ୍ଭର ମୃତ୍ୟୁ ପାଇଁ ଦାୟୀ, ତୁମ୍ଭେ ନିଜେ କହୁଛ ଯେ ସଦାପ୍ରଭୁଙ୍କ ଦ୍ୱାରା ମନୋନୀତ ରାଜାଙ୍କୁ ତୁମ୍ଭେ ହତ୍ୟା କରିଛ ବୋଲି। ତେଣୁ ତୁମ୍ଭେ ଦୋଷୀ।” ଦାଉଦ ତାଙ୍କର ଜଣେ ଦାସଙ୍କୁ ଆଦେଶ ଦେଲେ, ତୁମ୍ଭେ ଏହି ଅମାଲେକୀୟଙ୍କୁ ହତ୍ୟା କର। ତେଣୁ ସେ ଏହି ଅମାଲେକୀୟଙ୍କୁ ହତ୍ୟା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଦାଉଦ ଯୁବାମାନଙ୍କ ମଧ୍ୟରୁ ଜଣକୁ ଡାକି କହିଲେ, “ପାଖକୁ ଯାଇ ତାକୁ ଆକ୍ରମଣ କର।” ତହିଁରେ ସେ ତାକୁ ଆଘାତ କରନ୍ତେ, ସେ ଅମାଲେକୀୟ ମଲା।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଦାଉଦ ଯୁବାମାନଙ୍କ ମଧ୍ୟରୁ ଜଣକୁ ଡାକି କହିଲେ, “ପାଖକୁ ଯାଇ ତାକୁ ଆକ୍ରମଣ କର।” ତହିଁରେ ସେ ତାକୁ ଆଘାତ କରନ୍ତେ, ସେ ଅମାଲେକୀୟ ମଲା।