2 Samuel 1:16 — Compare Translations
4 translations compared side by side
Odia - 1840
"ଦାଉଦ ତାଙ୍କର ଜଣେ ଦାସଙ୍କକ୍ସ୍ଟ ଆଦେଶ ଦେଲେ, ତୁମ୍ଭେ ଏହି ଅମାଲକେୀଯଙ୍କକ୍ସ୍ଟ ହତ୍ଯା କର। ତେଣୁ ସେ ଏହି ଅମାଲକେୀଯଙ୍କକ୍ସ୍ଟ ହତ୍ଯା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଦାଉଦ ତାକୁ କହିଲେ, ତୁମ୍ଭ ରକ୍ତ ତୁମ୍ଭ ମସ୍ତକରେ ବର୍ତ୍ତୁ; କାରଣ ତୁମ୍ଭର ମୁଖ ତୁମ୍ଭ ବିରୁଦ୍ଧରେ ସାକ୍ଷ୍ୟ ଦେଇ କହିଅଛି, ମୁଁ ସଦାପ୍ରଭୁଙ୍କ ଅଭିଷିକ୍ତଙ୍କୁ ବଧ କରିଅଛି ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଦାଉଦ ମୃତ ଅମାଲେକୀୟକୁ କହିଲେ, “ତୁମ୍ଭ ରକ୍ତ ତୁମ୍ଭ ମସ୍ତକରେ ବର୍ତ୍ତୁ; କାରଣ ତୁମ୍ଭର ମୁଖ ତୁମ୍ଭ ବିରୁଦ୍ଧରେ ସାକ୍ଷ୍ୟ ଦେଇ କହିଅଛି, ମୁଁ ସଦାପ୍ରଭୁଙ୍କ ଅଭିଷିକ୍ତଙ୍କୁ ବଧ କରିଅଛି।”
Odia IRV 2017 (ଓଡିଆ ବାଇବେଲ)
ପୁଣି ଦାଉଦ ମୃତ ଅମାଲେକୀୟକୁ କହିଲେ, “ତୁମ୍ଭ ରକ୍ତ ତୁମ୍ଭ ମସ୍ତକରେ ବର୍ତ୍ତୁ; କାରଣ ତୁମ୍ଭର ମୁଖ ତୁମ୍ଭ ବିରୁଦ୍ଧରେ ସାକ୍ଷ୍ୟ ଦେଇ କହିଅଛି, ମୁଁ ସଦାପ୍ରଭୁଙ୍କ ଅଭିଷିକ୍ତଙ୍କୁ ବଧ କରିଅଛି।”