2 Samuel 1:17 — Compare Translations
5 translations compared side by side
Odia - 1840
"ଶାଉଲ ଓ ତାଙ୍କର ପକ୍ସ୍ଟତ୍ର ଯୋନାଥନ ପାଇଁ ଦାଉଦ ଏକ ଦକ୍ସ୍ଟଃଖଦ ଗୀତ ଗାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଦାଉଦ ଶାଉଲ ଓ ତାଙ୍କ ପୁତ୍ର ଯୋନାଥନଙ୍କ ବିଷୟରେ ଏହି ବିଳାପ ରଚନା କଲେ;
Odia Bible ERV 2004 (ପବିତ୍ର ବାଇବଲ)
ଶାଉଲ ଓ ଯୋନାଥନଙ୍କ ପାଇଁ ଦାଉଦଙ୍କର ଦୁଃଖଭରା ଗୀତ ଶାଉଲ ଓ ତାଙ୍କର ପୁତ୍ର ଯୋନାଥନ ପାଇଁ ଦାଉଦ ଏକ ଦୁଃଖଦ ଗୀତ ଗାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଦାଉଦ ଶାଉଲ ଓ ତାଙ୍କ ପୁତ୍ର ଯୋନାଥନଙ୍କ ମୃତ୍ୟୁୁରେ ବିଳାପ କଲେ;
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଦାଉଦ ଶାଉଲ ଓ ତାଙ୍କ ପୁତ୍ର ଯୋନାଥନଙ୍କ ମୃତ୍ୟୁୁରେ ବିଳାପ କଲେ;